Latest Odisha News

BREAKING NEWS

Browsing Tag

Minister Naba Das

ନବଙ୍କ ମୃତ୍ୟୁ ଖବର ଜାଣିବା ପାଇଁ ଉତ୍ସୁକ ଥିଲେ ଗୋପାଳ, ସୁରକ୍ଷା କର୍ମୀଙ୍କୁ ପଚାରି ବୁଝିଥିଲେ

ଭୁବନେଶ୍ୱର: ଅନେକ ଦିନରୁ ନବ ଦାସଙ୍କୁ ହତ୍ୟା କରିବା ପାଇଁ ବୋଧହୁଏ ସୁଯାେଗ ଖୋଜୁଥିଲେ  ଅଭିଯୁକ୍ତ ଗୋପାଳ ଦାସ  ।  ସେଥିପାଇଁ ନବଙ୍କ ପାଖେ ପାଖେ ଘୁରି ବୁଲୁଥିଲେ । ନବ ଦାସ ଯେଉଁ କାର୍ଯ୍ୟକ୍ରମକୁ ଯାଉଥିଲେ ସେଠରେ ତାଙ୍କର ପାଖେ ପାଖେ ଦେଖିବାକୁ ମିଳୁଥିବା ଗୋପାଳଙ୍କୁ ।  ତା’ ପୁଣି…

ଅର୍ଥ ମନ୍ତ୍ରୀଙ୍କ ହାତରେ ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଚାନକ ମୃତ୍ୟୁ ପରେ ତାଙ୍କର ଦାୟିତ୍ୱ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଦିଆଯାଇଛି । ଏବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ନିରଞ୍ଜନଙ୍କ ହାତରେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ଦାୟିତ୍ୱ ହସ୍ତାନ୍ତର କରିଛନ୍ତି…

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ହଇଜା ନେଲା ପୁଣି ଏକ ଜୀବନ, ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ରାୟଗଡ଼ା: କାଶୀପୁରରେ ପୁଣି ଥରେ ହଇଜା ନେଇଛି ଆଉ ଏକ ମୁଣ୍ଡ । ଏଥିସହ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ମୃତକ ଜଣକ ହେଉଛନ୍ତି ଡୁଡୁକାବାହାଲ ପଞ୍ଚାୟତ ଡେଙ୍ଗାଗୁଡା ଗ୍ରାମର ଅର୍ଜୁନ ଜାନି (୫୫) । ଡେଙ୍ଗାଗୁଡା ଗାଁର ୬ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବାରୁ ସେମାନଙ୍କୁ ଟିକିରି…

ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଗାଡ଼ିକୁ ଅଣ୍ଡାମାଡ଼

ବରଗଡ଼: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଗାଡ଼ିକୁ ଅଣ୍ଡାମାଡ଼ । ବରଗଡ଼ ଏକାମ୍ର ଛକରେ ଅଣ୍ଡାମାଡ଼ କଲେ କଂଗ୍ରେସ କର୍ମୀ । ବିଜେପୁରରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମକୁ ଯାଉଥିବା ବେଳେ ଅଣ୍ଡାମାଡ଼ ହୋଇଛି । ଆଜି ବିଜେପୁରରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ…

କରୋନା ସଂକ୍ରମଣରେ ଅନ୍ୟ ରାଜ୍ୟ ତୁଳନାରେ ଭଲ ସ୍ଥିତିରେ ଅଛି ଓଡ଼ିଶା: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଦୁଇ ମାସ ପରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି । ପାଞ୍ଚ ଶହ ମୁହାଁ ହେଲାଣି । ତେବେ ଭାରତରେ ବିଭିନ୍ନ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ଅଛି । ସରକାର ସ୍ଥିତି ଉପରେ ତୀକ୍ଷଣ ନଜର ରଖିଛନ୍ତି । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ।…