Latest Odisha News
Browsing Tag

Minister Pratap Jena

ଫୁଲବାଣୀ ଗସ୍ତରେ ଯାଇଥିବା ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

ଫୁଲବାଣୀ: ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ । ଫୁଲବାଣୀ ଗସ୍ତରେ ଥିବା ବେଳେ ସେ ହଠାତ୍ ଅସୁସ୍ଥତା ଅନୁଭନ କରିଛନ୍ତି । ନିମ୍ନ ରକ୍ତଚାପ ଓ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିବା ସୂଚନା ମିଳିଛି । ଫୁଲବାଣୀ ସର୍କିଟ ହାଉସରେ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ମନ୍ତ୍ରୀଙ୍କ…

ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ

ଭୁବନେଶ୍ୱର: ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି ପ୍ରତାପ ଦେନା । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ତେବେ ନିକଟରେ ତାଙ୍କ ସଂସ୍ପର୍ଶରେ…

ଧାନ ସଂଗ୍ରହରେ ଅଚଳାବସ୍ଥା ଅଭିଯୋଗ, ମନ୍ତ୍ରୀ ପ୍ରତାପ ଜେନାଙ୍କ ବାଟ ଓଗାଳିଲେ ଚାଷୀ

ସୁନ୍ଦରଗଡ଼: ଧାନ ସଂଗ୍ରହରେ ଅଚଳାବସ୍ଥା ନେଇ ତାତିଲେ ଚାଷୀ । ସୁନ୍ଦରଗଡ଼ର ଶତାଧିକ ଚାଷୀ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଘେରାଉ କରିଥିଲେ । ଦୁଇଦିନିଆ ସୁନ୍ଦରଗଡ଼ ଗସ୍ତରେ ଆସି ମନ୍ତ୍ରୀ ସର୍କିଟ ହାଉସରେ ରାତ୍ରିଯାପନ କରିଥିଲେ । ଆଜି ସକାଳୁ ଶତାଧିକ ଚାଷୀ ଧାନ ଉଠାଣ ଦାବିରେ ସେଠାରେ ନାରାବାଜି…

ଭୁବନେଶ୍ୱର ଶିଶୁ ଭବନ ଛକରେ ପୋଲିସ-ଛାତ୍ର କଂଗ୍ରେସ କର୍ମୀ ମୁହାଁମୁହିଁ

ଭୁବନେଶ୍ୱର: ମାହାଙ୍ଗାରେ ବିଜେପି ନେତା ଓ ସହଯୋଗୀଙ୍କୁ ହତ୍ୟା ଘଟଣା ପ୍ରତିବାଦରେ ସାରା ରାଜ୍ୟରେ ଆନ୍ଦୋଳନ ଚାଲିଛି । ଭୁବନେଶ୍ୱର ଶିଶୁଭବନ ଛକରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମନ୍ତ୍ରୀ ପ୍ରତାପ ଜେନାଙ୍କ ବହିଷ୍କାର ଦାବିରେ ଆନ୍ଦୋଳନ କରିଛନ୍ତି ଛାତ୍ର କଂଗ୍ରେସ…