Latest Odisha News

BREAKING NEWS

Browsing Tag

Minister Sameer Dash

ସଂକ୍ରମଣ ଭିତରେ ମାଟ୍ରିକ, ଯୁକ୍ତ ଦୁଇ ପରୀକ୍ଷା କେମିତି ହେବ ? ସୂଚନା ଦେଲେ ଶିକ୍ଷାମନ୍ତ୍ରୀ

ଭୁବନେଶ୍ଠର: ଭୟାବହ ହେଉଛି କୋଭିଡ ସଂକ୍ରମଣ । ଯଦିଓ ରାଜ୍ୟରେ ବିଏଫ.୭ ଭାରିଏଣ୍ଟକୁ ନେଇ ଭୟ କରିବାର କିଛି ନାହିଁ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ କହୁଛନ୍ତି ତଥାପି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଏସବୁ ଭିତରେ ଆଗକୁ ରହିଛି ମାଟ୍ରିକ ପରୀକ୍ଷା  । ସଂକ୍ରମଣ ଭିତରେ ମାଟ୍ରିକ ପରୀକ୍ଷା…

ଏପ୍ରିଲ୍ ୩୦ ପରେ ନବମ ଶ୍ରେଣୀ ପରୀକ୍ଷା ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ସଂକ୍ରମଣ ମାମଲାରେ ବୃଦ୍ଧି ପରେ ସରକାର ନବମ ଓ ଏକାଦଶ ଶ୍ରେଣୀ ଲାଗି ବିଦ୍ୟାଳୟରେ ପାଠପଢ଼ାକୁ ବନ୍ଦ କରି ଦେଇଛନ୍ତି । ତେବେ ନବମ ଶ୍ରେଣୀ ପରୀକ୍ଷା ହେବା ନା ନାହିଁ ତା’କୁ ନେଇ ଲାଗି ରହିଛି ଦ୍ୱନ୍ଦ୍ୱ । ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା…

BSE ଦ୍ୱାରା ଧାର୍ଯ୍ୟ ଢାଞ୍ଚାରେ ପରୀକ୍ଷା ଉପରେ ଗୁରୁତ୍ୱ, ନ ଜଣାଇ ଅନୁପସ୍ଥିତ ରହିଲେ ଶିକ୍ଷକଙ୍କ ଦରମା କାଟ୍…

ପୁରୀ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଶନିବାର ଅଚାନକ ପୁରୀ ଜିଲ୍ଲା ସ୍କୁଲ୍ ପରିଦର୍ଶନ କରିଛନ୍ତି । ଏହି ଅବସରରେ ବିଏସଇ ବା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଧାର୍ଯ୍ୟ ଢାଞ୍ଚାରେ ପରୀକ୍ଷା ଉପରେ ଗଣଶିକ୍ଷା ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ବିଏସଇ ଢାଞ୍ଚାରେ…

ଗୋଟିଏ ସେକ୍ସନରେ ପଢ଼ିବେ ୨୦-୨୫ ପିଲା, ଆଉ କମିବନି ସିଲାବସ୍

ଭୁବନେଶ୍ୱର: ଦୁଇ ଦିନ ପରେ ରାଜ୍ୟରେ ଖୋଲିବ ସ୍କୁଲ । ନଅ ମାସ ପରେ ଛାତ୍ରଛାତ୍ରୀ କ୍ଲାସରୁମରେ ପାଠ ପଢ଼ିବେ । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପଢ଼ିବାକୁ ଆସିବେ । ଗୋଟିଏ ସେକ୍ସନରେ ପଢ଼ିବେ ୨୦-୨୫ ଛାତ୍ରଛାତ୍ରୀ । ଅଧିକ ପିଲା ହେଲେ ଅଧିକ ସେକ୍ସନ କରାଯିବ । ଏନେଇ ସୂଚନା…

ରାଜ୍ୟରେ ସ୍କୁଲ ବନ୍ଦ ପ୍ରସଙ୍ଗ, ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ମନ୍ତ୍ରୀ କହିଛନ୍ତି, ଉଦ୍ଦେଶ୍ୟମୂଳକ ଭାବେ ସରକାର ସ୍କୁଲ ବନ୍ଦ କରିନାହାନ୍ତି । ଆଇନ ବାହାରକୁ ଯାଇ କୌଣସି କାର୍ଯ୍ୟ କରାଯାଇନାହିଁ । ଛୋଟ ଛୋଟ ସ୍କୁଲକୁ ଏକତ୍ରୀକରଣ କରି ବୃହତ ସ୍କୁଲ କରାଯାଇପାରିଲେ…

ପ୍ରତ୍ୟାହାର ହେବ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ବିଜ୍ଞପ୍ତି

ଭୁବନେଶ୍ୱର: ପ୍ରତ୍ୟାହାର ହେବ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ବିଜ୍ଞପ୍ତି । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ବୋର୍ଡ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଯାହାକୁ ନେଇ ଅସନ୍ତୋଷ ପ୍ରକାଶ…