Latest Odisha News

BREAKING NEWS

Browsing Tag

Minor drown

ପୋଖରୀରେ ବୁଡ଼ି ଦୁଇ ଭଉଣୀ ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କରମୂଲା ଗ୍ରାମରେ ଗୁରୁବାର ଦିନ ଏକ ପୋଖରୀରେ ଗାଧୋଉଥିବା ବେଳେ ୨ ନାବାଳିକା ବୁଡ଼ିଯାଇ ପ୍ରାଣ ହରାଇଛନ୍ତି । ମିଳିଥିବା ସୂଚନାନୁସାରେ ଅନିତା ଓ ଅଙ୍କିତା ମଲ୍ଲିକ ନାମକ ଦୁଇ ଭଉଣୀ ଗ୍ରାମର ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ପରେ ଦୁହେଁ ପାଣିରେ…

ପାଣିରେ ବୁଡି ୨ ଭଉଣୀଙ୍କ ସଲିଳ ସମାଧି

ବାରିପଦା: ମୟୂରଭଞ୍ଜ ଜିଲ୍ଲା କୁଲିଅଣା ବ୍ଲକ୍ ଅନ୍ତର୍ଗତ ଚାନ୍ଦୁଆ ଗ୍ରାମରେ ମଙ୍ଗଳବାର ଦିନ ଏକ ଅଭାବନୀୟ ଘଟଣା ଘଟିଛି । ଘର ନିକଟ ଏକ ଖାଲରେ ଜମିଥିବା ପାଣିରେ ବୁଡି ୨ ଭଉଣୀଙ୍କ ମୃତ୍ୟୁ ଘଟିଛି । ମୃତକ ଦ୍ୱୟଙ୍କ ବୟସ ୩ରୁ ୪ ବର୍ଷ ହେବ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ ଦୁହେଁ ଘର…

ପୋଖରୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ଆଳି ଅନ୍ତର୍ଗତ ଲୋକପଦ ଗ୍ରାମରେ ଶନିବାର ଦିନ ଏକ ପୋଖରୀରେ ଗାଧୋଉଥିବା ବେଳେ ୨ ନାବାଳକ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି । ମିଳିଥିବା ସୂଚନାନୁସାରେ ଏହି ନାବାଳକ ଫରହାନ୍ ଓ ଆବୁକର ଖାନ୍ ଗ୍ରାମର ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଦୁର୍ଭାଗ୍ୟଜନକ ଭାବେ…