ସରକାରୀ ଡାକ୍ତରଖାନାରେ ୩ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ
ଦିଲ୍ଲୀ: ରାଜଧାନୀରେ ପୁଣି ଲଜ୍ୟା। ରାଜଧାନୀ ଦିଲ୍ଲୀରେ ଓଖଲା ଅଞ୍ଚଳରେ ଥିବା ସରକାରୀ ହସ୍ପିଟାଲରେ ସାଢ଼େ ୩ବର୍ଷର ଏକ ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ।
ଅଭିଯୋଗ ମୁତାବକ, ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ହେଉଛନ୍ତି ହସ୍ପିଟାଲର ଜଣେ ଓ୍ବାର୍ଡ଼ବୟ ଅମରନାଥ। ଏହି ଅମାନବୀୟ ଘଟଣା ପରେ…