ଭୟଙ୍କର ଏୟାର ଷ୍ଟ୍ରାଇକ, ୫୦ ଆତଙ୍କବାଦୀ ସଫା
ପ୍ୟାରିସ: ଆତଙ୍କବାଦୀଙ୍କ ବିରୋଧରେ ଭୟଙ୍କର ଏୟାର ଷ୍ଟ୍ରାଇକ । ସଫା ହୋଇଗଲେ ୫୦ ଆତଙ୍କବାଦୀ । ଫ୍ରାନ୍ସର ବାୟୁସେନା ପକ୍ଷରୁ ହୋଇଥିବା ଏୟାର ଷ୍ଟ୍ରାଇକ୍ରେ ଅଲକାଏଦାର ୫୦ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏହି ଏୟାର ଷ୍ଟ୍ରାଇକ୍ରେ ଫ୍ରାନ୍ସ ବାୟୁସେନା ମିରାଜ ଯୁଦ୍ଧ ବିମାନ ଓ…