Latest Odisha News

BREAKING NEWS

Browsing Tag

Miscreants

ପୂର୍ବତନ ସମିତି ସଭ୍ୟଙ୍କ ଘର ଉପରକୁ ଦୁର୍ବୃତ୍ତଙ୍କ ବୋମାମାଡ଼

କାମାକ୍ଷାନଗର: ଅଧରାତିରେ ବୋମାମାଡ଼ । ଢେଙ୍କାନାଳ ଜିଲ୍ଲା କୋଟଗରା ପଞ୍ଚାୟତର ପୂର୍ବତନ ସମିତି ସଭ୍ୟଙ୍କ ଘର ଉପରକୁ ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ବୋମାମାଡ଼ କରିଛନ୍ତି । ଏନେଇ ପୋଲିସରେ ଏତଲା ଦେଇଛନ୍ତି ପୂର୍ବତନ ସମିତି ସଭ୍ୟ ଅଶ୍ୱିନୀ ପରିଡ଼ା । ଅଭିଯୋଗ ଅନୁସାରେ, ଶନିବାର…

ବାଇକ୍ ଡିକି ଭାଙ୍ଗି ସଞ୍ଜ ବେଳେ ଲୁଟିନେଲେ ୩୯ ଗ୍ରାମ୍ ସୁନା ଓ ୪୦ ହଜାର ଟଙ୍କା

ଭଦ୍ରକ: ଭଦ୍ରକରେ ଲୁଟେରା ମାତିଛନ୍ତି । ସଞ୍ଜ ନଇଁବା କ୍ଷଣି ଆରମ୍ଭ ହୋଇ ଯାଉଛି ଟାର୍ଗେଟ୍ ଖୋଜା । ସୁଯୋଗ ଦେଖି କ୍ଷଣିକରେ ଲୁଟି ନେଉଛନ୍ତି ସର୍ବସ୍ୱ । ଆଜି ଟାଉନ ଥାନା ଅଧିନ ଚରମ୍ପା ଏସବିଆଇ ଏଟିଏମ୍ ସମ୍ମୁଖରୁ ଲୁଟ୍ ହୋଇଛି । ଦୁର୍ବୃତ୍ତ ବାଇକ୍ ଡିକି ଭାଙ୍ଗି ୩୮ ଗ୍ରାମର ସୁନା ଅଳଙ୍କାର…

ବନ୍ଧୁକ ମୁନରେ ନେଇଗଲେ ୧୪ ଲକ୍ଷରୁ ଅଧିକ ଟଙ୍କା

ରାଉରକେଲା: ମୁଣ୍ଡରେ ବନ୍ଧୁକ ଓ ପେଟରେ ଛୁରି ଲଗାଇ ଲୁଟିନେଲେ ଦୁର୍ବୃତ୍ତ । ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟ ନିକଟରୁ ମଦ ଦୋକାନ କର୍ମଚାରୀ ପ୍ରଶାନ୍ତ ବିଶ୍ୱାଳଙ୍କ ଠାରୁ ୧୪ ଲକ୍ଷ ୯୩ ହଜାର ୪୦୦ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ପ୍ରଶାନ୍ତ ଏକ ସ୍କୁଟିରେ କୋଏଲ ନଗର…

ପାର୍କିଂରେ ଥୁଆ ହୋଇଥିବା ୨ଟି କାର୍ ସହ ୬ଟି ବାଇକ୍ ଜାଳିଦେଲେ ଦୁର୍ବୃତ୍ତ

ଭବାନୀପାଟଣା: ଭବାନୀପାଟଣା ସହରର ଇରିଗେସନ୍ କଲୋନୀରେ ୮ଟି ଗାଡ଼ି ଜାଳି ଦେଇଛନ୍ତି ଦୁର୍ବୃତ୍ତ । ବିଳମ୍ବିତ ରାତିରେ ୨ଟି କାର୍ ସହ ୮ଟି ବାଇକକୁ ଦୁର୍ବୃତ୍ତ ପୋଡ଼ି ଦେଇଛନ୍ତି । ଗାଡ଼ିରେ ନିଆଁ ଲଗାଇବା ସହ ଦୁର୍ବୃତ୍ତ ପାର୍କିଂରେ ଲାଗିଥିବା ସିସିଟିଭିକୁ ଅଚଳ କରି ଦେଇଛନ୍ତି । ଏନେଇ…

ଭିଜିଲାନ୍ସ ଏସପି ସାରା ଶର୍ମାଙ୍କ ନାଁରେ ହ୍ୱାଟ୍ସଆପରେ ଟଙ୍କା ମାଗୁଛନ୍ତି ଠକ

ଭୁବନେଶ୍ୱର: ସାଇବର ଲୁଟେରାଙ୍କ ଟାର୍ଗେଟରେ IPS । ସମ୍ବଲପୁର ଭିଜିଲାନ୍ସ ଏସପି ସାରା ଶର୍ମାଙ୍କ ନାଁରେ ସାଇବର ଲୁଟେରା ଟଙ୍କା ମାଗୁଛନ୍ତି । ଏନେଇ ଖୋଦ୍ ଆଇପିଏସ୍ ସାରା ଶର୍ମା ଫେସବୁକରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ଭିଜିଲାନ୍ସ ଏସପି ସାରା ଶର୍ମା ଲେଖିଛନ୍ତି, କେହି ଜଣେ ଅଜଣା…

ଟଙ୍କା ଚୋରି କରି ନପାରିବାରୁ ATM କାଚ ଭାଙ୍ଗିଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଏଟିଏମରୁ ଟଙ୍କା ଚୋରି କରିବାକୁ ଆସିଥିଲେ ଦୁର୍ବୃତ୍ତ । ଆଉ ଟଙ୍କା ଚୋରି ନକରି ପାରି ଔଷଧ ବିକଳରେ ତାଟିଆ କାମୁଡ଼ିବା ଭଳି ଏଟିଏମ୍ କାଚ ଭାଙ୍ଗି ଦେଇଛନ୍ତି । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଆସିକା ସହର ଚିନି ଫ୍ୟାକ୍ଟ୍ରି ଛକରେ ଥିବା ଷ୍ଟେଟ୍‌ ବ୍ୟାଙ୍କ ଏଟିଏମରେ ।…

ମନ୍ଦିରର ଦାନ ବାକ୍ସ ଭାଙ୍ଗି ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

ସୋନପୁର: ମନ୍ଦିର ଦାନ ବାକ୍ସ ଭାଙ୍ଗି ଲୁଟ୍ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଦେୱାନପାଲି ଗାଁ ନିକଟରେ ଥିବା ଖୁଣ୍ଟଲା ଦର୍ହ ଗୁପ୍ତେଶ୍ୱର ମନ୍ଦିରରୁ ଲୁଟ୍ ହୋଇଛି । ମନ୍ଦିର ଦାନ ବାକ୍ସକୁ ଭାଙ୍ଗି ସେଥିରେ ଥିବା ଟଙ୍କାକୁ କେହି ଦୁର୍ବୃତ୍ତ ଲୁଟି ନେଇଥିବା ଅଭିଯୋଗ…

ରାତି ଅଧରେ ଆସି ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ, ଜଳିଗଲା ୧୦ ବଖରା

ପୁରୀ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନିଆଁ ଲଗାଇ ଦେଲେ ଦୁର୍ବୃତ୍ତ । ଦେଖୁ ଦେଖୁ ରାତି ଅଧରେ ଆଖି ଆଗରେ ଜଳିଗଲା ୧୦ ବଖରା ଘର । ପୁରୀ ଜିଲ୍ଲା ପିପିଲି ସରସ୍ୱତୀପୁର ଗାଁରେ ଅଗ୍ନିକାଣ୍ଡରେ ୧୦ ବଖରା ଘର ଜଳି ଯାଇଛି । ସୂଚନା ଅନୁସାରେ, ରାତି ପ୍ରାୟ ଗୋଟାଏ ବେଳେ କିଛି ଦୁର୍ବୃତ୍ତ ନକୁଳ…