Latest Odisha News
Browsing Tag

Mitrabhanu

ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଅସୁସ୍ଥ

ସମ୍ୱଲପୁର: ରଙ୍ଗବତୀ ଗୀତର ଗୀତିକାର ତଥା ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ସମ୍ୱଲପୁର ମେଡିକାଲରୁ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି । ଛାତିରେ ଯନ୍ତ୍ରଣା ହେବାରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି । ମିତ୍ରଭାନୁ ଗୌନ୍ତିଆ ଜଣେ ଓଡ଼ିଆ ଓ…