[ଦେଖନ୍ତୁ ଭିଡିଓ] ୬୫୦ କୋଟି ଟଙ୍କାରେ ଓଡ଼ିଶାରେ ପ୍ରତିଷ୍ଠା ହେବ ଆଉ ଏକ କ୍ୟାନ୍ସର ହସ୍ପିଟାଲ୍
ଭୁବନେଶ୍ୱର : ୬୫୦ କୋଟି ଟଙ୍କା ବ୍ୟୟରେ ନାଇଜର ଭୁବନେଶ୍ୱର ଠାରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନ୍ସର ହସ୍ପିଟାଲ୍। ହସ୍ପିଟାଲ ନିର୍ମାଣ ପାଇଁ କେନ୍ଦ୍ର ସରକାର ୪ ଶହ କୋଟି ଏବଂ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଦେବେ। ଆସନ୍ତା ୩ ବର୍ଷ ମଧ୍ୟରେ ହସ୍ପିଟାଲ ନିର୍ମାଣ କାର୍ଯ୍ୟକୁ ଶେଷ…