ଦଶପଲ୍ଲା ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ବିଜେଡି ନେତା ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏସମ୍ପର୍କରେ ସେ ସୂଚନା ଦେଇ କହିଛନ୍ତି ଯେ, ମୋର କରୋନା ରିପୋର୍ଟ ପଜିଟିଭ ବାହାରିଛି । ମୁଁ ଏବେ ହୋମ୍ ଆଇସୋଲେସନରେ ଅଛି ଏବଂ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ।
ତେବେ ନିକଟ…