ଅନୁସୂଚିତ ଜନଜାତିର ଛାତ୍ର-ଛାତ୍ରୀମାନଙ୍କୁ ମାତୃଭାଷାରେ ଶିକ୍ଷାଦାନ ପାଇଁ ଚାରିଦିନିଆ ତାଲିମ କାର୍ଯ୍ୟକ୍ରମ
ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ତରଫରୁ ଅନୁସୂଚିତ ଜନଜାତିର ଛାତ୍ର-ଛାତ୍ରୀମାନଙ୍କୁ ମାତୃଭାଷାରେ ଶିକ୍ଷାଦାନ ପାଇଁ, କୌଶଳ ଆୟତ କରିବା ଉପରେ ସଂସାଧକମାନଙ୍କ ଚାରିଦିନିଆ ତାଲିମ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଯାଇଛି । ଏହି ଉଦଘାଟନୀ …