Latest Odisha News

BREAKING NEWS

Browsing Tag

Mo School

ସୁନ୍ଦରଗଡ଼ରେ ୧୮୦ ରୂପାନ୍ତରିତ ସ୍କୁଲର ଲୋକାର୍ପଣ

ସୁନ୍ଦରଗଡ଼: ରାଜ୍ୟ ସରକାରଙ୍କ ‘୫ଟି’ ଉପକ୍ରମ ଅଧୀନରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାର ୧ ୮୦ଟି ରୂପାନ୍ତରିତ ସରକାରୀ ହାଇସ୍କୁଲର ଲୋକାର୍ପଣ କରିଛନ୍ତି। ସୁନ୍ଦରଗଡ଼କୁ ମିଶାଇ ୪ଟି ଜିଲ୍ଲାରେ ରୂପାନ୍ତରିତ ମୋଟ ୪୪୦ଟି ହାଇସ୍କୁଲର…

‘ମୋ ସ୍କୁଲ’ ର ଉନ୍ନତି ପାଇଁ ୧୨୮ କୋଟି

ଭୁବନେଶ୍ୱର: ରାଜ୍ୟରେ ସରକାରୀ ଏବଂ ଅନୁଦାନ ପ୍ରାପ୍ତ ସ୍କୁଲକ ଉନ୍ନତି ପାଇଁ ସ୍ୱତନ୍ତ୍ର ସ୍ୱେଚ୍ଛାସେବୀ ନିୟୋଜିତ ହେବେ। ଭିତ୍ତିଭୂମି ବିକାଶ ସହପିଲାମାନଙ୍କର ବୌଦ୍ଧିକ ବିକାଶ ପାଇଁ ଏହି ସ୍ୱେଚ୍ଛାସେବୀମାନେ ଗୁରୁତ୍ୱ ଦେବେ। ଏଥିପାଇଁ ସ୍କୁଲ୍‌ ଓ ବ୍ଲକ୍‌ ସ୍ତରରେ ଦକ୍ଷତା ବିକାଶ ପାଇଁ…

ମୋ ସ୍କୁଲ ଅଭିଯାନରେ ୧୨୧ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ବର : ଅନୁଷ୍ଠିତ ହୋଇଛି ମୋ ସ୍କୁଲ୍ ଅଭିଯାନର ୨୪ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟର ୨୪ଟି ଜିଲ୍ଲାର ମୋଟ ୧୨୧ କୋଟି ୨୬ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ…

ମୋ ସ୍କୁଲ ଅଭିଯାନ; କେଉଁ ସ୍କୁଲକୁ କିଏ ପୋଷ୍ୟ କଲେ ଜାଣନ୍ତୁ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ 'ମୋ ସ୍କୁଲ' ଅଭିଯାନରେ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀ, ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି, ବିଧାୟକ ଏବଂ ଅନେକ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ନିବେଦନ କରିଛନ୍ତି। ସରକାରଙ୍କ ଅନୁରୋଧ କ୍ରମେ ରାଜ୍ୟର କେଉଁ ସରକାରୀ…

ମୋ ସ୍କୁଲ ଅଭିଯାନ: ସରକାରୀ ସ୍କୁଲକୁ ପୌଷ୍ୟ ଭାବରେ ଗ୍ରହଣ କରୁଛନ୍ତି ଆଇଏଏସ୍ ଅଫିସର

ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାରେ ସରକାରୀ ସ୍କୁଲକୁ ପୌଷ୍ୟ ଭାବରେ ଗ୍ରହଣ କରୁଛନ୍ତି ବରିଷ୍ଠ ଆଇଏଏସ୍ ଅଫିସର । ମୋ ସ୍କୁଲ କାର୍ଯ୍ୟକ୍ରମ ଅଧୀନରେ ଏହି ମହତ ଅଭିଯାନରେ ମୁଖ୍ୟ ଶାସନ ସଚିବଙ୍କଠାରୁ ଆରମ୍ଭ କରି ଅନେକ ଅଫିସର ନିଜକୁ ସାମିଲ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ, ମୁଖ୍ୟ ଶାସନ…

ମୋ ସ୍କୁଲ ଅଭିଯାନରେ ସାମିଲ ହେବ ୧୦୦ ସ୍କୁଲ

ଭୁବନେଶ୍ୱର: ମୋ ସ୍କୁଲ ଅଭିଯାନରେ ସାମିଲ ହେବାକୁ ଯାଉଛି ୧୦୦ ସ୍କୁଲ। ଏପରିକି ଛାତ୍ରଛାତ୍ରୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିହେବ ବୋଲି ସୂଚନା ମିଳିଛି। ତୋଷାଳି ଭବନସ୍ଥିତ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନ କାର୍ଯ୍ୟାଳୟରେ ‘ମୋ ସ୍କୁଲ ଅଭିଯାନ’ର ୭ମ ପରିଚାଳନା ପରିଷଦ ବୈଠକ ଆଜି…

ଚତୁର୍ଥ ବର୍ଷରେ ପଦାର୍ପଣ କଲା “ମୋ’ ସ୍କୁଲ”

ଭୁବନେଶ୍ୱର: ଚତୁର୍ଥ ବର୍ଷରେ ପଦାର୍ପଣ କରିଛି 'ମୋ ସ୍କୁଲ ଅଭିଯାନ’। ଆଜି ଏକ ରାଜ୍ୟ ସ୍ତରୀୟ ଭର୍ଚୁଆଲ ସମାବେଶ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଡିଶା ଆଦର୍ଶ ବିଦ୍ୟାଳୟର ଉପଦେଷ୍ଟା ବିଜୟ ସାହୁ, ଉନ୍ନୟନ…

‘ମୋ ସ୍କୁଲ’ ଅଭିଯାନରେ ସାମିଲ ହେଲା ୧୬୧୦ ସ୍କୁଲ

ଭୁବନେଶ୍ୱର: ମୋ ସ୍କୁଲ’ ଅଭିଯାନରେ ସାମିଲ ହେଉଛି ୧୬୧୦ ସ୍କୁଲ । ଶୁକ୍ରବାର ଅପରାହ୍ନରେ ‘ମୋ ସ୍କୁଲ’ ପରିଚାଳନା ସଂଗଠନର ୧୮ତମ କାର‌୍ୟ୍ୟକାରୀ କାଉନ୍‌ସିଲ୍ ବୈଠକ ଭର୍ଚୁଆଲ ମୋଡ୍‌ରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ମିଶନ ୨୫୦୦୦!!

ଭୁବନେଶ୍ୱର: ମୋ ସ୍କୁଲ ଅଭିଯାନର ୧୭ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ମଙ୍ଗଳବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୫ଟି ଜିଲ୍ଲାରେ ୩,୧୪,୨୪,୫୬୮ ଟଙ୍କା ମୂଲ୍ୟ ବିନିମୟରେ ୨୩୬ଟି ସ୍କୁଲ ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏକ ଭର୍ଚୁଆଲ୍ ମୋଡରେ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ…