ଭାଇରାଲ୍ ଭିଡିଓ: ମାଙ୍କଡର ମୋବାଇଲ ପ୍ରେମ
ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ୍ର ଆଖ୍ୟା ମୁଣ୍ଡାଇଥାଏ । ବିଷୟ ବସ୍ତୁ ଯାହା ବି ଥାଉନା କାହିଁକି, ସବୁ କିଛି ସେୟାରିଂ ଉପରେ ନିର୍ଭର କରେ । ଏଇ ଯେମିତି ମାଙ୍କଡ ଓ ମୋବାଇଲକୁ ନେଇ ଏକ ଭିଡିଓକୁ ବହୁ ଲୋକ ପସନ୍ଦ କରିଛନ୍ତି ।
Monkeys Shown…