Latest Odisha News

BREAKING NEWS

Browsing Tag

Moderate Rainfall

ରାଜ୍ୟରେ ପଶ୍ଚିମା ଝଡ଼ ସକ୍ରିୟ: ଆଜି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ଆଜି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ କୁଆ-ପଥର ସହ ବର୍ଷା ମଧ୍ୟ ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪…

ଟ୍ଵିନ ସିଟି ସମେତ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ,ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,…

ବୈତରଣୀରେ ମଧ୍ୟମ ଧରଣର ବନ୍ୟା, ମୟୂରଭଞ୍ଜରେ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସମ୍ଭାବ୍ୟ ବନ୍ୟା ସ୍ଥିତି ଉପୁଜିଛି । ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି, ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ଗୋଟିଏ ଲେଖାଏଁ ଓଡ୍ରାଫ ଟିମ୍ ମୁତୟନ କରାଯାଇଛି । ବାଲେଶ୍ୱର…

ବଜ୍ରପାତ ସହ ବର୍ଷା ସମ୍ଭାବନା; ଓଡିଶାର ଏହି ୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ମୟୁରଭଞ୍ଜ, ବାଲେଶ୍ଵର ଓ ଭଦ୍ରକ । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍…

ପ୍ରବଳ ବର୍ଷା ସମ୍ଭାବନା: ଆଗାମୀ ୫ ଦିନ ଲାଗି ଏହି ସବୁ ଜିଲ୍ଲାକୁ ରହିଛି ୟେଲ୍ଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟରେ ଆଗାମୀ ୫ ଦିନ ଲାଗି ସତର୍କ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା…

ଆଜି ରାତିରେ ଏହି ୬ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାତିରେ ଓଡ଼ିଶାର ୬ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଏବଂ ଦେଓଗଡ଼…