ଆଧୁନିକ ଜ୍ଞାନ କୌଶଳ ଓ କୃତ୍ରିମ ବୁଦ୍ଧିମତ୍ତାର ବ୍ୟବହାର ଦ୍ୱାରା ଓଡ଼ିଆ ଭାଷାକୁ ବିଶ୍ୱସ୍ତରୀୟ କରିହେବ
ଭୁବନେଶ୍ୱର : ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଅବସରରେ ଆୟୋଜିତ ‘ସୂଚନା ଓ ପ୍ରଯୁକ୍ତିବିଦ୍ୟା ଯୁଗରେ ଓଡ଼ିଆ ଭାଷା: ସୁଯୋଗ ଓ ଭବିଷ୍ୟତ’ ଶୀର୍ଷକ ଆଲୋଚନାରେ ବିଶିଷ୍ଟ ପ୍ରଯୁକ୍ତି ବିଶେଷଜ୍ଞ ସେନ୍ଥୀଲ ଶଙ୍କରସୁବ୍ରମନିୟାନ୍, ଆଇଏସ୍ଜିର ମୁଖ୍ୟ ରେଖା ଆଚାର୍ଯ୍ୟ, ରିଲାଏନ୍ସ ଜିଓ…