୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୋଜଗାର କରୁଥିବା ବ୍ୟକ୍ତିଙ୍କ ପାଇଁ ଆୟକର ହ୍ରାସ ହୋଇପାରେ: ରିପୋର୍ଟ
ନୂଆଦିଲ୍ଲୀ : ନୂଆବର୍ଷ ଆଣିପାରେ କରଦାତାଙ୍କ ପାଇଁ ଖୁସି ଖବର । ଏକ ସୂତ୍ରରୁ ଜଣାପଡିଛି ଯେ, ମଧ୍ୟବିତ୍ତ ଲୋକଙ୍କୁ ଆଶ୍ବସ୍ତି ଯୋଗାଇବା ପାଇଁ ଆଗାମୀ ବଜେଟରେ ବାର୍ଷିକ ୧୫ ଲକ୍ଷ ଟଙ୍କା ଆୟ କରୁଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଆୟକର ହ୍ରାସ କରିବାକୁ କେନ୍ଦ୍ର ସରକାର ବିଚାର କରୁଛି।
ଏହି…