ଗଣତନ୍ତ୍ର ଦିବସରେ ମୋଦି ପିନ୍ଧିଥିବା ପଗଡି ତାଙ୍କୁ କିଏ ଉପହାର ଦେଇଥିଲା ଜାଣନ୍ତି ?
ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିନ୍ଧିଥିବା ପଗଡିକୁ ନେଇ ଏବେ ଚର୍ଚ୍ଚା । ସେ ଏକ ସ୍ୱତନ୍ତ୍ର ପ୍ରକାର ପଗଡି ପିନ୍ଧିଥିବାରୁ ଏହି ଚର୍ଚ୍ଚା ହେଉଛି ।
ଏହି ପଗଡିଟି ସେ ଉପହାର ସ୍ୱରୂପ ପାଇଛନ୍ତି । ଲାଲ ରଙ୍ଗର ଏହି ପଗଡିରେ ହଳଦିଆ ରଙ୍ଗର ଡଟ୍ ଥିଲା,…