ପୁଟିନଙ୍କ ସହ ମୋଦୀ ଟେଲିଫୋନରେ କଥା ହେଲେ
ନୂଆଦିଲ୍ଲୀ: ଋଷ ୟୁକ୍ରେନ ଯୁଦ୍ଧ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଟେଲିଫୋନ ବାର୍ତ୍ତାଳାପ କରିଛନ୍ତି । ଉଭୟ ନେତା ରାଷ୍ଟ୍ରପତି ପୁଟିନଙ୍କ ଡିସେମ୍ବର, ୨୦୨୧ରେ ଭାରତ ଗସ୍ତ ବେଳେ ନିଆଯାଇଥିବା ନିଷ୍ପତ୍ତିଗୁଡିକର…