G7 ରେ ଯୋଗ ଦେଇ ଆବୁଧାବି ଗଲେ ପ୍ରଧାନମନ୍ତ୍ରୀ
ଜି୭ ଶିଖର ସମ୍ମିଳନୀରେ ଭାଗଦେଇ ଜର୍ମାନିରୁ ଫେରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଜର୍ମାନୀ ଛାଡିବା ବେଳେ ଟୁଇଟ କରି କହିଛନ୍ତି ଯେ ଜି-7 ବୈଠକ ବେଶ ଫଳପ୍ରଦ ହୋଇଛି ।
ସମ୍ମିଳନୀରେ ବିଶ୍ବ ର ଅନେକ ନେତାଙ୍କ ସହ ଯୋଗାଯୋଗ କରିଥିଲେ ମୋଦି । ମୋଦି ଲେଖିଛନ୍ତି ମ୍ୟୁନିଚରେ…