Latest Odisha News

BREAKING NEWS

Browsing Tag

Modi

ଶିକ୍ଷକଙ୍କ ଇଚ୍ଛା ପୂରଣ କଲେ ପ୍ରଧାନମନ୍ତ୍ରୀ, ‘ଅଳ୍ପ ସମୟର ଭେଟଘାଟ କିନ୍ତୁ ବହୁତ ଖୁସି’

ଅହମଦାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କ ଶିକ୍ଷକ ଜଗଦୀଶ ନାୟକଙ୍କ ଫଟୋ (88) ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଫଟୋ ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗୁଜରାଟ ନାଭସାରି ଗସ୍ତ ସମୟର। ଫଟୋରେ ଦେଖାଯାଉଥିବା ବୃଦ୍ଧ ଜଣଙ୍କ ଜଗଦୀଶ ନାୟକ । ଯିଏକି ଏକଦା ଶିକ୍ଷକ…

 ରାଷ୍ଟ୍ରପତି ହେବେ କି ଆରିଫ ? ଟ୍ୱିଟରରେ ଚାଲିଛି ଟ୍ରେଣ୍ଡ

ନୂଆଦିଲ୍ଲୀ: ଦେଶର ଆଗାମୀ ରାଷ୍ଟ୍ରପତିକୁ ନେଇ ଚାଲିଛି ଚର୍ଚା । ଏନଡିଏ କି ୟୁପିଏ ପକ୍ଷରୁ ଏନେଇ କେହି ମୁହଁ ଖୋଲିନାହାଁନ୍ତି । ତେବେ ସୋସିଆଲ ମିଡିଆରେ ଅନେକଙ୍କ ନାମ ଆଲୋଚନା ହେଉଛି । ସବୁଠୁ ଅଧିକ ଆଲୋଚନା ହେଉଛି  ଆରିଫ ମହମ୍ମଦ ଖାନଙ୍କୁ ନେଇ । ବିଭିନ୍ନ ସମୟରେ ଖୋଲା ମତ…

ମହିଳାମାନଙ୍କର ସଶକ୍ତିକରଣ ପାଇଁ ଏକ ନୂତନ ଢାଞ୍ଚା ସୃଷ୍ଟି କରାଯାଉଛି- ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତୀୟ ମହିଳାଙ୍କ ଅବସ୍ଥା ଗତ 8 ବର୍ଷ ମଧ୍ୟରେ ପରିବର୍ତ୍ତନର ଏକ ଯୁଗ ଦେଇ ଗତି କରିଛି, ସେମାନଙ୍କ ସ୍ୱାସ୍ଥ୍ୟ ସେବା, ଶିକ୍ଷା, ନିରାପତ୍ତା ଏବଂ ନିରାପତ୍ତାକୁ ପ୍ରାଧାନ୍ୟ ଦିଆଯାଉଛି  । ବିଶେଷକରି ଗ୍ରାମାଞ୍ଚଳରେ ମହିଳାଙ୍କ ଜୀବନରେ ଅନେକ ପରିବର୍ତ୍ତନ ଆସିପାରିଥିବା …

ବାୟୋଟେକ୍ ଷ୍ଟାର୍ଟଅପ ଏକ୍ସେପୋ-୨୦୨୨ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମୈଦାନ ଠାରେ ବାୟୋଟେକ୍ ଷ୍ଟାର୍ଟଅପ ଏକ୍ସେପୋ-୨୦୨୨ ଉଦଘାଟନ କରିଛନ୍ତି । ସେ ମଧ୍ୟ ବାୟୋଟେକ ଦ୍ରବ୍ୟ ଇ-ପୋର୍ଟାଲର ଆରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ  ପୀୟୂଷ ଗୋଏଲ, ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଡକ୍ଟର ଜିତେନ୍ଦ୍ର ସିଂହ,…

ବଢ଼ିଲା ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଖରିଫ ଫସଲର ଏମଏସପି ମୂଲ୍ୟ ବଢ଼ାଇଛନ୍ତି ।  ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ ୨୦୨୨-୨୩ ବିପଣନ ଋତୁ ପାଇଁ ସମସ୍ତ ଅଧିସୂଚିତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)…

ଅନୁସୂଚିତ ବର୍ଗଙ୍କ ବିକାଶ, ମୋଦି ସରକାରଙ୍କ ପ୍ରାଥମିକତା: ସମୀର ମହାନ୍ତି

ଭୁବନେଶ୍ୱର: ଗତ ୮ବର୍ଷରେ ବାବା ସାହେବଙ୍କ ସାମାଜିକ ଆର୍ଥିକ ଗଣତାନ୍ତ୍ରିକ ଦୃଷ୍ଟିକୋଣକୁ ସମ୍ପୂର୍ଣ୍ଣ କରିବା ପାଇଁ କେନ୍ଦ୍ରରେ ମୋଦି ସରକାର ଅହରହ ପ୍ରୟାସ ଜାରୀ ରଖିଛନ୍ତି ବୋଲି ଅନୁଗୁଳ ଜିଲ୍ଲା ଛେଣ୍ଡିପଦାର ବସନ୍ତପୁର ପଂଚାୟତଠାରେ ଅନୁଷ୍ଠିତ ‘ଅନୁସୁଚିତ ଜାତି ମୋର୍ଚ୍ଚା ସମାବେଶ’ରେ ଯୋଗ…

ଉତ୍ତରକାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨୫ ମୃତ

ଡେରାଡୁନ: ଚାରିଧାମ ଯାତ୍ରାରେ ବାହାରିଥିବା ଏକ ତୀର୍ଥଯାତ୍ରୀ ବସ  ଯମୁନେତ୍ରି  ଯାଉଥିବା ବେଳେ ବସ୍ ଗଭୀର ଖାତକୁ ଖସିପଡ଼ିବାରୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ମଧ୍ୟପ୍ରଦେଶର  ୨୫ ଜଣ ଯାତ୍ରୀ ମୃତ୍ୟୁ ହୋଇଥିବା କୁହାଯାଉଛି ।  ଏହି ଦୁର୍ଘଟଣା ଯମୁନେତ୍ରୀ ହାଇଓ୍ବେର ଡାମଟା…

ମୟୂରକୁ ଭୋକ; ପ୍ରଧାନମନ୍ତ୍ରୀ ବନ୍ଦ କଲେ ବୈଠକ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅତ୍ୟନ୍ତ ନମ୍ର ଓ ସରଳ । ତାଙ୍କ ସ୍ୱଭାବ ଭାରି ନରମ ଏବଂ ସେ ଭାରି ପ୍ରକୃତିପ୍ରେମୀ । ଏକଦା ସେ ତାଙ୍କ ବାସ ଭବନରେ ଏକ ଭୋକିଲା ମୟୂରକୁ ଖାଦ୍ୟ ଖୁଆଇବାକୁ ବୈଠକ ବନ୍ଦ କରିଦେଇଥିଲେ । ଏଥିରୁ ତାଙ୍କର ସରଳ ସ୍ୱଭାବ ବିଷୟରେ ଜ୍ଞାତ ହୁଏ ।…

ସୋମବାର ମୋଦି-ବାଇଡେନ ଭିଡିଓ କନଫରେନ୍ସ ଜରିଆରେ କରିବେ ଆଲୋଚନା

ନୂଆଦିଲ୍ଲୀ: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଆଲୋଚନା କରିବେ । ରବିବାର ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଦ୍ୱିପାକ୍ଷିକ ସହଯୋଗ ଏବଂ ଦକ୍ଷିଣ ଏସିଆ ଇଣ୍ଡୋ-ପାସିଫିକ ବିଷୟକୁ ନେଇ ଆଲୋଚନା…

ଏପ୍ରିଲ ୨୪ରେ ଜମ୍ମୁ ଓ କଶ୍ମୀରରୁ ଦେଶର ସମସ୍ତ ପଞ୍ଚାୟତକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୪ ଏପ୍ରିଲରେ ଦେଶର ସମସ୍ତ ପଞ୍ଚାୟତକୁ ସମ୍ବୋଧନ କରିବେ । ଏହି ଦିନ ହେଉଛି ପଞ୍ଚାୟତିରାଜ ଦିବସ । ଏଥର ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ କିମ୍ବା ଦିଲ୍ଲୀର କୌଣସି ଷ୍ଟୁଡିଓରୁ ସମ୍ବୋଧନ କରିବେନି । ଏହି ଦିନ ମୋଦି ଜମ୍ମୁ ଓ କଶ୍ମୀର ଗସ୍ତରେ…