Latest Odisha News

BREAKING NEWS

Browsing Tag

Modi

ଟ୍ୱିନସିଟିରେ ମୋଦୀ ଓ ନବୀନଙ୍କ ହାଇ-ଭୋଲଟେଜ୍ ପ୍ରଚାର

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଟ୍ୱିନସିଟି କଟକ ଓ ଭୁବନେଶ୍ୱରରେ ପ୍ରାୟ ଦ୍ୱିପ୍ରହର ସମୟରେ ହାଇ-ଭୋଲଟେଜ୍ ନିର୍ବାଚନୀ ପ୍ରଚାର କରିବେ । ମୁଖ୍ୟମନ୍ତ୍ରୀ ଏପ୍ରିଲ୍ ୧୧ ତାରିଖରେ ଅନୁଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟ…

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ମୋଦୀ, ଏପ୍ରିଲ ୨୭ରେ କେନ୍ଦ୍ରାପଡ଼ା ର‌୍ୟାଲିରେ ଯୋଗଦେବେ

କେନ୍ଦ୍ରାପଡା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ଲାଗି ଏପ୍ରିଲ୍ ୨୭ ତାରିଖରେ କେନ୍ଦ୍ରାପଡା ଜିଲ୍ଲା ଗସ୍ତ କରିବେ । ସେଠାରୁ ସେ ବରୁଆରେ ଏକ ଜନସଭାରେ ଉଦବୋଧନ ଦେବେ । ତାଙ୍କ ଗସ୍ତସୁଚୀ ଅନୁଯାୟୀ ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ଆସି ବିଜୁ…

ଏପ୍ରିଲ୍ ୧୬ରେ ଭୁବନେଶ୍ୱରରେ ମୋଦୀ କରିବେ ରୋଡ଼ ଶୋ’

ଭୁବନେଶ୍ୱର : ଚଳିତ ସାଧାରଣ ନିର୍ବାଚନକୁ ନଜରରରେ ରଖି ରାଜନୈତିକ ଦଳମାନେ ବାରମ୍ବାର ଓଡିଶା ଗସ୍ତରେ ଆସୁଥିବା ବେଳେ ଏପ୍ରିଲ୍ ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସୁଛନ୍ତି । ଏନେଇ ଓଡିଶା ରାଜ୍ୟ ବିଜେପି ଉପସଭାପତି ସମୀର ମହାନ୍ତି ରବିବାର ଦିନ ଗଣମାଧ୍ୟମକୁ…

ନିର୍ବାଚନୀ ମାହୋଲ ସରଗରମ, ଓଡିଶା ଗସ୍ତରେ ମୋଦୀ ଓ ମାୟାବତୀ

ଭୁବନେଶ୍ୱର : ଆଗାମୀ ସାଧାରଣ ନିର୍ବାଚନର ଅବ୍ୟବହିତ ପୂର୍ବରୁ ନିର୍ବାଚନୀ ପ୍ରଚାର କରିବା ପାଇଁ ମଙ୍ଗଳବାର ଦିନ ଓଡିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବହୁଜନ ସମାଜବାଦୀ ପାର୍ଟି (ବିଏସପି) ସୁପ୍ରିମୋ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ।…

ନବୀନ ସରକାରକୁ ସମାଲୋଚନା କଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦି ଓଡିଶା ଗସ୍ତରେ ଆସିବା ପୂର୍ବରୁ ଶୁକ୍ରବାର ଦିନ ଶାସକ ଦଳ ବିଜେଡି ରାଜ୍ୟର ସାଧାରଣ ଜନତାଙ୍କ ଆକାଂକ୍ଷା ପୂରଣ କରିବାରେ ବିଫଳ ହୋଇଥିବା ନେଇ ସମାଲୋଚନା କରି କହିଛନ୍ତି । https://twitter.com/narendramodi/status/1111456072718532608…

ମତଦାନ ସଂଖ୍ୟା ବୃଦ୍ଧି ନିମନ୍ତେ ଟ୍ୱିଟ୍ କରି ନବୀନଙ୍କୁ ଅନୁରୋଧ କଲେ ମୋଦୀ

ନୂଆଦିଲ୍ଲୀ : ଆଗାମୀ ସାଧାରଣ ନିର୍ବାଚନରେ ମତଦାତା ମାନଙ୍କୁ ଭୋଟ ଦେବା ଲାଗି ପ୍ରୋତ୍ସାହିତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି । https://twitter.com/narendramodi/status/1105687535546716160…