ପରଲୋକରେ ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ର
ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକା ମନୋରମା ମହାପାତ୍ରଙ୍କ ଦେହାନ୍ତ ହୋଇଯାଇଛି । କଟକ ଏସ୍ସିବି ମେଡିକାଲରେ ୮୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଦୈନିକ ଖବର କାଗଜ ସମାଜର ପୂର୍ବତନ ସମ୍ପାଦିକା ଥିଲେ ମନୋରମା ମହାପାତ୍ର । ତାଙ୍କ ବିୟୋଗ ଓଡିଆ ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି।…