Latest Odisha News

BREAKING NEWS

Browsing Tag

MONKEY POX

ଦିଲ୍ଲୀରୁ ଚିହ୍ନଟ ହେଲେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ

ଦିଲ୍ଲୀ:  ଦିଲ୍ଲୀରୁ ଚିହ୍ନଟ ହୋଇଛନ୍ତି ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ।  ସେ ମହିଳା ବୋଲି ଜଣାପଡିଛି । ଏହାକୁ ମିଶାଇ ଦେଶରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି।  ବୁଧବାର ଦିଲ୍ଲୀରେ ରହୁଥିବା ଜଣେ ୩୧ ବର୍ଷୀୟ ନାଇଜେରିଆ ମହିଳାଙ୍କ ଶରୀରରୁ ଏହି ମଙ୍କିପକ୍ସ ଭୂତାଣୁ…

କେରଳରେ ଦେଶର ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତଙ୍କ ମୃତ୍ୟୁ !

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି ମଙ୍କିପକ୍ସ ବିପଦ । କେରଳରେ ଶନିବାର ଜଣେ ୨୨ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି । ୟୁଏଇରୁ ଫେରିଥିବା ଉକ୍ତ ଯୁବକ ଜଣଙ୍କ ସେଠାରେ ମଙ୍କିପକ୍ସରେ ଆକ୍ରାନ୍ତ ହୋଇଥିଲେ । ତାଙ୍କ ଟେଷ୍ଟ ରିପୋର୍ଟ ମଙ୍କିପକ୍ସ ପଜିଟିଭ୍ ଆସିଛି । ତେବେ ଏବେ ଯାଏ ସ୍ପଷ୍ଟ ହୋଇନାହିଁ…

ମଙ୍କି ପକ୍ସ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ଯ ମନ୍ତ୍ରୀ ନବ ଦାସ

ଭୁବନେଶ୍ୱର : ଭାରତରେ ବର୍ତ୍ତମାନ ସୁଦ୍ଧା ମଙ୍କି ପକ୍ସ ଦେଖାଯାଇନାହିଁ । ତେବେ ଏ ଦିଗରେ ସଚେତନ ରହିବା ସହ ଆବଶ୍ୟକୀୟ ପ୍ରସ୍ତୁତି କରିବାକୁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଭାଇରସ୍‌…

ଚିନ୍ତା ବଢାଉଛି ମଙ୍କିପକ୍ସ ଭାଇରସ : ୨୯ଦେଶରୁ ୨୦୦ ସଂକ୍ରମିତ ଚିହ୍ନଟ

ଦିଲ୍ଲୀ : ଦିନକୁ ଦିନ ବଢିଲାଣି ମଙ୍କିପକ୍ସ ସଂକ୍ରମିତଙ୍କ ସଂଖ୍ୟା । ୨୯ ଦେଶରେ ମାଡିଚାଲିଛି ଏହି ନୂଆ ଭାଇରସ । ବିଶ୍ୱରେ ଏବେ ସୁଦ୍ଧା ୨ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହେଲେଣି । ସେପଟେ ମଙ୍କିପକ୍ସକୁ ନେଇ ନୂଆ ଚିନ୍ତା ପ୍ରକାଶ କରିଛି ବିଶ୍ୱସ୍ୱାସ୍ଥ୍ୟ ସଂଗଠନ । ଏହି ନୂଆ ଭାଇରସ ଗୋଷ୍ଠୀ…

ମଙ୍କିପକ୍ସକୁ ନେଇ WHO’ର ଚେତାବନୀ : ସାରା ବିଶ୍ୱରେ ସଂକ୍ରମଣ ବଢିଚାଲିଛି

ଦିଲ୍ଲୀ : ବିଶ୍ୱରେ ବର୍ତ୍ତମାନ ମଙ୍କିପକ୍ସର ଆତଙ୍କ ଦେଖିବାକୁ ମିଳିଛି । ସାରା ବିଶ୍ୱରେ ଏହି ଭାଇରସର ୯୨ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ୟୁରୋପୀୟ ଦେଶ, ଉତ୍ତର ଆମେରିକା, ଅଷ୍ଟ୍ରେଲିଆର ୧୨ ଦେଶରେ ଏହି ଭୂତାଣୁ ଚିହ୍ନଟ ହୋଇସାରିଛି । ମଙ୍କିପକ୍ସକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ…