Latest Odisha News
Browsing Tag

Monkeypox

ମଙ୍କିପକ୍ସ ମୁକାବିଲା ପାଇଁ ଓଡିଶା ପ୍ରସ୍ତୁତ, ସମସ୍ତ ପ୍ରବେଶ ପଥରେ ସତର୍କତା

ଭୁବନେଶ୍ୱର: ଓଡିଶାରେ ମଙ୍କିପକ୍ସ ରୋଗରେ ଅଦ୍ୟାବଧି କେହି ଜଣେ ବି ବ୍ୟକ୍ତି ସଂକ୍ରମିତ ହୋଇନାହାଁନ୍ତି। ମଙ୍କିପକ୍ସ ରୋଗକୁ ନେଇ ଓଡିଶାର ଜନସାଧାରଣ ଭୟଭୀତ ନହେବାକୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ପରାମର୍ଶ ଦିଆଯାଇଛି। ଏହାସହ ମଙ୍କି ପକ୍ସ ସଂକ୍ରମିତ ୧୪ଟି…

ଦେଶରେ ପ୍ରଥମ ମଙ୍କିପକ୍ସ ‘ସନ୍ଦିଗ୍ଧ’ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପ୍ରଥମ ମଙ୍କିପକ୍ସ 'ସନ୍ଦିଗ୍ଧ' ମାମଲା ରବିବାର ଦିନ ଚିହ୍ନଟ ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛନ୍ତି ଯେ ନିକଟରେ  ବିଦେଶ ଫେରନ୍ତା ଜଣେ ଯୁବକଙ୍କ ଶରୀରରେ ମଙ୍କିପକ୍ସ ଲକ୍ଷଣ ଚିହ୍ନଟ ହୋଇଛି। ଲକ୍ଷଣ ଦେଖାଯିବାରୁ ନମୁନା ପରୀକ୍ଷା ପାଇଁ…

କେରଳରୁ ଦେଶର ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରଥମ ଓ ଦ୍ୱିତୀୟ ଭଳି ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଜଣଙ୍କ କେରଳର । ୩୫ ବର୍ଷୀୟ ବ୍ୟକ୍ତି ଜଣଙ୍କ କେରଳ ମଲ୍ଲାପୁରମର ହୋଇଥିବା ବେଳେ ଜୁଲାଇ ୬ ତାରିଖରେ ସେ ୟୁଏଇରୁ ଫେରିଥିଲେ । ତାଙ୍କୁ ଜର ହେବା ପରେ ମଞ୍ଜେରୀ…

କରୋନା ପରେ କେରଳରୁ ଦେଶର ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣଙ୍କ କେରଳର ବୋଲି ଜଣାପଡ଼ିଛି । କେରଳର କୋଲ୍ଲାମରୁ ଦେଶର ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ମାମଲା ଆସିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି । ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ…

ମଙ୍କିପକ୍ସ ଏବେ ବିଶ୍ୱବ୍ୟାପୀ ସ୍ୱାସ୍ଥ୍ୟ ଚିନ୍ତା ନୁହେଁ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ‘ମଙ୍କିପକ୍ସ’ ବାବଦରେ ଏକ ଆଶ୍ୱସ୍ତିକର ଖବର ଦେଇଛି । ଶନିବାର ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିଛି ଯେ, ମଙ୍କିପକ୍ସ ବର୍ତ୍ତମାନ ପାଇଁ ଏକ ବିରାଟ ଚିନ୍ତା ନୁହେଁ । ଏହାକୁ ନେଇ ଏବେ ଜରୁରୀକାଳୀନ ପରିସ୍ଥିତି ଉପୁଜିନି । Deeply concerned about the…

ୟୁରୋପରେ ଡରାଇଲାଣି ମଙ୍କିପକ୍ସ, ଜରୁରୀ ବୈଠକ ଡାକିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ଓଡ଼ିଶା ସମ୍ବାଦ ବ୍ୟୁରୋ: କରୋନା କାୟା କମିନି । ଡରାଇଲାଣି ମଙ୍କିପକ୍ସ । ୟୁରୋପରେ ଏବେ ମଙ୍କିପକ୍ସକୁ ନେଇ ଆତଙ୍କ ଖେଳିଯାଇଛି । ସେଠାକାର ବିଭିନ୍ନ ଦେଶରେ ଏହି ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ବର୍ତ୍ତମାନ ସୁଦ୍ଧା ୟୁରୋପରେ ଶହେରୁ ଅଧିକ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ…

ଇଂଲଣ୍ଡରେ ସଂକ୍ରାମକ ରୋଗ ‘ମଙ୍କିପକ୍ସ’ ଚିହ୍ନଟ, ବିଶେଷଜ୍ଞ ଚେତେଇଲେ ଲକ୍ଷଣ

ଭୁବନେଶ୍ୱର: କରୋନା ସଂକ୍ରମଣରେ ସମଗ୍ର ବିଶ୍ୱ ଇଷତ୍ ରୁଗ୍ଣ ହୋଇଯାଇଥିବା ବେଳେ ଇଂଲଣ୍ଡରେ ଚିହ୍ନଟ ହୋଇଛି ଆଉ ଏକ ସଂକ୍ରାମକ ରୋଗ ‘ମଙ୍କିପକ୍ସ’ । ଏହା ମଧ୍ୟ ସଂକ୍ରମିତ ରୋଗୀ ସଂସ୍ପର୍ଶରେ ଆସିଲେ ବ୍ୟାପିବାର ଆଶଙ୍କା ରହିଛି । ଆଫ୍ରିକୀୟ ଦେଶରୁ ଏହି ରୋଗ ଆସିଥିବା ଖବର ‘ୟୁକେଏଚଏସଏ’…