ଦେଶରେ ଦ୍ବିତୀୟ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ଦେଶରେ ଦ୍ବିତୀୟ ମଙ୍କିପକ୍ସ ସଂକ୍ରମିତ ଚିହ୍ନଟ। କେରଳର ମାଲାପୁରାମରେ ଚିକିତ୍ସିତ ହେଉଥିବା ଜଣେ ୩୮ବର୍ଷ ବୟସ୍କ ବ୍ୟକ୍ତି ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନା ଅନୁଯାୟୀ, ଏହି ରୋଗର ଲକ୍ଷଣ ଦେଖାଯିବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କ ନମୁନା ଟେଷ୍ଟ…