Latest Odisha News

BREAKING NEWS

Browsing Tag

Monkeypox

କେରଳରୁ ଦେଶର ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପ୍ରଥମ ଓ ଦ୍ୱିତୀୟ ଭଳି ତୃତୀୟ ମଙ୍କିପକ୍ସ ଆକ୍ରାନ୍ତ ଜଣଙ୍କ କେରଳର । ୩୫ ବର୍ଷୀୟ ବ୍ୟକ୍ତି ଜଣଙ୍କ କେରଳ ମଲ୍ଲାପୁରମର ହୋଇଥିବା ବେଳେ ଜୁଲାଇ ୬ ତାରିଖରେ ସେ ୟୁଏଇରୁ ଫେରିଥିଲେ । ତାଙ୍କୁ ଜର ହେବା ପରେ ମଞ୍ଜେରୀ…

କରୋନା ପରେ କେରଳରୁ ଦେଶର ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣଙ୍କ କେରଳର ବୋଲି ଜଣାପଡ଼ିଛି । କେରଳର କୋଲ୍ଲାମରୁ ଦେଶର ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ମାମଲା ଆସିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି । ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ…

ମଙ୍କିପକ୍ସ ଏବେ ବିଶ୍ୱବ୍ୟାପୀ ସ୍ୱାସ୍ଥ୍ୟ ଚିନ୍ତା ନୁହେଁ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ଭୁବନେଶ୍ୱର: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ‘ମଙ୍କିପକ୍ସ’ ବାବଦରେ ଏକ ଆଶ୍ୱସ୍ତିକର ଖବର ଦେଇଛି । ଶନିବାର ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିଛି ଯେ, ମଙ୍କିପକ୍ସ ବର୍ତ୍ତମାନ ପାଇଁ ଏକ ବିରାଟ ଚିନ୍ତା ନୁହେଁ । ଏହାକୁ ନେଇ ଏବେ ଜରୁରୀକାଳୀନ ପରିସ୍ଥିତି ଉପୁଜିନି । Deeply concerned about the…

ୟୁରୋପରେ ଡରାଇଲାଣି ମଙ୍କିପକ୍ସ, ଜରୁରୀ ବୈଠକ ଡାକିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ଓଡ଼ିଶା ସମ୍ବାଦ ବ୍ୟୁରୋ: କରୋନା କାୟା କମିନି । ଡରାଇଲାଣି ମଙ୍କିପକ୍ସ । ୟୁରୋପରେ ଏବେ ମଙ୍କିପକ୍ସକୁ ନେଇ ଆତଙ୍କ ଖେଳିଯାଇଛି । ସେଠାକାର ବିଭିନ୍ନ ଦେଶରେ ଏହି ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ବର୍ତ୍ତମାନ ସୁଦ୍ଧା ୟୁରୋପରେ ଶହେରୁ ଅଧିକ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ…

ଇଂଲଣ୍ଡରେ ସଂକ୍ରାମକ ରୋଗ ‘ମଙ୍କିପକ୍ସ’ ଚିହ୍ନଟ, ବିଶେଷଜ୍ଞ ଚେତେଇଲେ ଲକ୍ଷଣ

ଭୁବନେଶ୍ୱର: କରୋନା ସଂକ୍ରମଣରେ ସମଗ୍ର ବିଶ୍ୱ ଇଷତ୍ ରୁଗ୍ଣ ହୋଇଯାଇଥିବା ବେଳେ ଇଂଲଣ୍ଡରେ ଚିହ୍ନଟ ହୋଇଛି ଆଉ ଏକ ସଂକ୍ରାମକ ରୋଗ ‘ମଙ୍କିପକ୍ସ’ । ଏହା ମଧ୍ୟ ସଂକ୍ରମିତ ରୋଗୀ ସଂସ୍ପର୍ଶରେ ଆସିଲେ ବ୍ୟାପିବାର ଆଶଙ୍କା ରହିଛି । ଆଫ୍ରିକୀୟ ଦେଶରୁ ଏହି ରୋଗ ଆସିଥିବା ଖବର ‘ୟୁକେଏଚଏସଏ’…