Latest Odisha News

BREAKING NEWS

Browsing Tag

monsoon session

ଦିଲ୍ଲୀ ଅଧ୍ୟାଦେଶକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ, ଶୀଘ୍ର ସଂସଦରେ ହେବ ଉପସ୍ଥାପନ

ନୂଆଦିଲ୍ଲୀ: ଦିଲ୍ଲୀରେ ଅଧିକାରୀଙ୍କ ବଦଳି ଓ ନିଯୁକ୍ତି ଅଧ୍ୟାଦେଶ ସମ୍ପର୍କିତ ବିଲକୁ ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି । ଏବେ ସଂସଦର ମୌସୁମୀ ଅଧିବେଶନରେ କେନ୍ଦ୍ର ସରକାର ଏହି ବିଲକୁ ଉପସ୍ଥାପନ କରି ପାରନ୍ତି । ଗତ ମେ ୧୯ରେ କେନ୍ଦ୍ର ସରକାର ଅଧ୍ୟାଦେଶ ଆଣିଥିଲେ ।…

ସୋମବାର ଠାରୁ ସଂସଦ ମୌସୁମୀ ଅଧିବେଶନ; ଲୋକସଭା ବାଚସ୍ପତି ଓମ ବିର୍ଲା କଲେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ: ସୋମବାର ୧୮ ତାରିଖ ଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଆଜି ସଂସଦ ସଚ୍ଚିବାଳୟରେ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ସଂସଦର ଗୁରୁତ୍ୱପୂର୍ଣ୍ଣ ସମୟକୁ ସଠିକ୍ ଭାବେ ଉପଯୋଗ କରିବାକୁ ସମସ୍ତ ଦଳର…

ଜୁଲାଇ ୨ରୁ ଆରମ୍ଭ ହେବ ମୌସୁମୀ ଅଧିବେଶନ: ପ୍ରଥମ ଦିନରେ ଉପସ୍ଥାପନ ହେବ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର: ଜୁଲାଇରେ ୨ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ମୌସୁମୀ ଅଧିବେଶନ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ଚଳିତ ବର୍ଷ ମୌସୁମୀ ଅଧିବେଶନରେ ରହିଛି ୨୪ଟି କାର୍ଯ୍ୟ ଦିବସ । ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ । ୨ ତାରିଖରେ ଆଗତ ହେବ ପୂର୍ଣ୍ଣାଙ୍ଗ…

ଶେଷ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର : ଶେଷ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ବିଧାନସଭା ଶେଷ ସହିତ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି । ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ମୌସୁମୀ ଅଧିବେଶନରେ ମୋଟ୍ ୮ଟି କାର୍ଯ୍ୟ ଦିବସ ରହିଥିଲା । ଏହାରି ମଧ୍ୟରେ ଗୋଟିଏ…

ବିଧାନସଭାରେ OSSC ଦୁର୍ନୀତି ତାତି: ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର: ତିନି ଦିନ ହେଲାଣି ବିଧାନସଭାରେ ସରୁନି ଅଚଳାବସ୍ଥା । ବାଚସ୍ପତି ସର୍ବଦଳୀୟ. ଡାକି ଆଲୋଚନା କଲେ ବି ଫଳ ଶୂନ । ଆଜି ଅଧିବେଶନ ଆରମ୍ଭରୁ ପୁଣି ହଟ୍ଟଗୋଳ ହୋଇଥିଲା । ଗୃହ କାର୍ୟ୍ୟ ଆରମ୍ଭ ହେବା କ୍ଷଣି କଂଗ୍ରେସ ଉଠାଇଥିଲା ଓଡ଼ିଶା ଷ୍ଟାଫ ସିଲେକସନ୍ କମିଶନରେ ଦୁର୍ନୀତି ପ୍ରସଙ୍ଗ ।…

ଅଧିବେଶନ ଆରମ୍ଭରୁ ବିଧାନସଭା କମ୍ପିଲା: ମରୁଡ଼ି ପ୍ରସଙ୍ଗରେ କଂଗ୍ରେସର ହଟ୍ଟଗୋଳ

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭରୁ ବିଧାନସଭାରେ ତାତି । ଗୃହ କାର୍ୟ୍ୟ ବାଧାପ୍ରାପ୍ତ ହୋଇଛି । ଆଜି ଦିନ ୧୧ଟାରେ ଅଧିବେଶନ ଆରମ୍ଭ ହୋଇଥିଲା । ଏହାର କିଛି ସମୟ ପରେ ବିରୋଧୀ ଆରମ୍ଭ କରିଥିଲେ ହୋହଲ୍ଲା । କଂଗ୍ରେସ ସଦସ୍ୟ ମରୁଡ଼ି ପ୍ରସଙ୍ଗରେ ହଟ୍ଟଗୋଳ ଓ ନାରାବାଜି କରିବାକୁ…

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ । ଭିଡିଓ କନଫରେନ୍ସିଂରେ ନବୀନ ନିବାସରୁ ଯୋଡ଼ି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୃହରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ, କାର୍ତ୍ତିକ ତରାଇ ଅନ୍ୟ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟତେ ଶୋକ ପ୍ରସ୍ତାବ ଆଗତ…

ଆଜିଠୁ ବିଧାନସଭା: କମ୍ପିବ ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ । ୯ ତାରିଖ ଯାଏ ଚାଲିବ । ଚଳିତ ଅଧିବେଶନରେ ମୋଟ୍ ୮ଟି କାର୍ଯ୍ୟ ଦିବସ ରହିଛି । ଆସନ୍ତା ୩ ତାରିଖରେ ଗୋଟିଏ ଦିନ ପ୍ରାଇଭେଟ୍ ମେମ୍ବର୍ସ ବିଲ୍ ଦିନ ରହିଛି । ଏହି ଅଧିବେଶନରେ ମୋଟ୍ ୧୨ଟି ବିଲ୍ ଆସିବ । ମୌସୁମୀ ଅଧିବେଶନ…

ବିଧାନସଭା ଅଧିବେଶନ ପୂର୍ବରୁ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୧ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ  । ତାପୂର୍ବରୁ ଆଜି ସମସ୍ତ ବିଧାୟକ ଓ ବିଧାନସଭା କର୍ମଚାରୀଙ୍କର କୋଭିଡ୍ RTPCR ଟେଷ୍ଟ କରାଯାଉଛି  । ବିଧାନସଭା ପରିସରରେ ହୋଇଥିବା ସ୍ୱତନ୍ତ୍ର ଶିବିରରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ସଂସଦୀଯ ବ୍ୟାପାର ମନ୍ତ୍ରୀ ବିକ୍ରମ…

ସାଇକେଲ ଚଢ଼ି ସଂସଦରେ ପହଞ୍ଚିଲେ ଟିଏମସି ସାଂସଦ

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହୋଇଛି ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ । ତୈଳ ଓ ଗ୍ୟାସ୍ ଦର ବୃଦ୍ଧିକୁ ନେଇ ଚଳିତ ଅଧିବେଶନ ତାତିବ । ପ୍ରଥମ ଦିନରୁ ତାର ଝଲକ ଦେଖିବାକୁ ମିଳିଛି । ଆଜି ସାଇକେଲ୍ ଚଢ଼ି ପାର୍ଲାମେଣ୍ଟ ପରିସରରେ ପହଞ୍ଚିଥିଲେ ତୃଣମୂଳ କଂଗ୍ରେସ ସାଂସଦ । ଝିପିଝିପି ବର୍ଷା…