Latest Odisha News
Browsing Tag

monsoon

ଜୁନ୍ ୬ କିମ୍ବା ୭ ତାରିଖ ବେଳକୁ ଓଡିଶା ଛୁଇଁପାରେ ମୌସୁମୀ ବାୟୁ

ଭୁବନେଶ୍ୱର: ଏବର୍ଷ ଶୀଘ୍ର ଆସିପାରେ ମୌସୁମୀ ବାୟୁ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୧୭ ତାରିଖ ସୁଦ୍ଧା କେରଳରେ ପହଞ୍ଚିପାରେ । ପାଗ ଅନୁକୂଳ ଓ ସବୁ ଠିକଠାକ୍…

ଓଡ଼ିଶାରୁ ଫେରିଯିବ ମୌସୁମୀ, ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ପ୍ରକ୍ରିୟା

ଭୁବନେଶ୍ବର : ଓଡ଼ିଶାରୁ ଫେରିଯିବ ମୌସୁମୀ । ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ପ୍ରକ୍ରିୟା । ପ୍ରଥମେ କିଛି ଅଞ୍ଚଳରୁ ଫେରିଯିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି । ଗୁଜରାଟ ଏବଂ ଛତିଶଗଡ଼ର ଅଧିକାଂଶ ଅଞ୍ଚଳରୁ ଫେରିଲାଣି ମୌସୁମୀ । ତେବେ ଆସନ୍ତା ୩…

୨୦ ସୁଦ୍ଧା ଓଡ଼ିଶା ଛାଡିପାରେ ମୌସୁମୀ

ଭୁବନେଶ୍ୱର: ଅକ୍ଟୋବର ୨୦ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶା ଛାଡିବାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଡା. ଉମା ଶଙ୍କର ଦାସ କହିଛନ୍ତି ଯେ ସାଧାରଣତ ଭାରତରେ ସେପ୍ଟେମ୍ବର ୧ ରୁ ମୌସୁମୀ ପ୍ରତ୍ୟାବର୍ତ୍ତନ…

ଜୁନ୍ ପହିଲାରେ ମୌସୁମୀ କେରଳ ଛୁଇଁବା ନେଇ ପାଣିପାଗ ବିଭାଗର ଆକଳନ

ନୂଆଦିଲ୍ଲୀ: ଏ ବର୍ଷ ସମୟରେ କେରଳ ଛୁଇଁବ ମୌସୁମୀ । ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସମୟରେ କେରଳ ଛୁଇଁବ । ଏନଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ଜୁନ୍ ୧ରେ ମୌସୁମୀ କେରଳ ଛୁଇଁଥାଏ । ଦେଶରେ ହେଉଥିବା ବର୍ଷାର ୭୦ ପ୍ରତିଶତ ଜୁନରୁ ସେପ୍ଟେମ୍ବର ମାସ ମଧ୍ୟହେ ହୋଇଥାଏ । ପାଣିପାଗ…

ଗୁରୁବାର ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ !

ଭୁବନେଶ୍ୱର: ମଙ୍ଗଳବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଏହା ପଶ୍ଚିମ ଉତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ମୌସୁମୀ ଓଡ଼ିଶାରେ ପ୍ରବେଶ କରିବ ବୋଲି ଶିକ୍ଷା ଓ ଅନୁସନ୍ଧାନ ଡିମଡ୍ ଟୁ ବି ୟୁନିଭର୍ସିଟିର…

ଏକ ସପ୍ତାହ ବିଳମ୍ବରେ ଓଡ଼ିଶା ଛୁଇଁବ ମୌସୁମୀ: ଆଇଏମଡ଼ି

ଭୁବନେଶ୍ୱର: ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ଜଳବାୟୁ ଏକ ସପ୍ତାହ ବିଳମ୍ବରେ ଓଡ଼ିଶା ଛୁଇଁବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ସୋମବାର ଦିନ ସୂଚନା ପ୍ରଦାନ କରିଛି । “ସାଧାରଣତଃ ଜୁନ ୧ ତାରିଖରେ ମୌସୁମୀ ଜଳବାୟୁ କେରଳ ଛୁଇଁଥାଏ । ତେବେ ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ଯୋଗୁଁ…

ଓଡ଼ିଶାରେ ଏଥର ଏକ ସପ୍ତାହ ବିଳମ୍ବରେ ପହଞ୍ଚିବ ମୌସୁମୀ ଜଳବାୟୁ

ଭୁବନେଶ୍ୱର: ଭାରତରେ ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ଜଳବାୟୁ ଯଥା ସମୟରେ ଆସିବା ବେଳେ ପ୍ରାୟ ଏକ ସପ୍ତାହ ବିଳମ୍ବରେ ଓଡ଼ିଶା ଛୁଇଁବା ନେଇ ବୁଧବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ସୂଚନା ପ୍ରଦାନ କରିଛି । ନୂଆଦିଲ୍ଲୀଠାରେ ଗଣମାଧ୍ୟମକୁ ସୂଚନା ପ୍ରଦାନକ ରି ଭାରତୀୟ ପାଣିପାଗ…

ବିଳମ୍ବରେ ଓଡିଶା ଛାଡିବ ଦକ୍ଷିଣ-ପଶ୍ଚିମ ମୌସୁମୀ !

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ବିଳମ୍ବରେ ପ୍ରତ୍ୟାବର୍ତ୍ତନ କରିବା ନେଇ ଶୁକ୍ରବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି…

ମୌସୁମୀ ଆସିବାକୁ ବାକି ଆହୁରି ୨ଦିନ

ଭୁବନେଶ୍ୱର: ଆସନ୍ତା ୨ ରୁ ୩ ଦିନ ଭିତରେ ମୌସୁମୀ ଦକ୍ଷିଣ ପଶ୍ଚିମ ଓଡିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଚଳିତ ଜୁନ ମାସ ୧୦ ତାରିଖରେ ମୌସୁମୀ ଆସିବାର ଥିବା ବେଳେ ଆରବ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ ‘ବାୟୁ’ ପାଇଁ ଏହା ବିଳମ୍ବ ହେଉଥିବା କୁହାଯାଉଛି ।…