Latest Odisha News

BREAKING NEWS

Browsing Tag

moon

ମିଶନ ଚନ୍ଦ୍ରଯାନ: ୬୦୦ କୋଟି ଖର୍ଚ୍ଚ କରି ଚନ୍ଦ୍ରରେ କଣ ହାତେଇବାକୁ ଚାହୁଁଛି ଭାରତ ?

ଭୁବନେଶ୍ୱର: ୨ ଦଶନ୍ଧିରେ ତୃତୀୟ ମିଶନ । ଚନ୍ଦ୍ରରେ ପହଞ୍ଚିବାକୁ ପୁଣି ଥରେ ଭାରତର ପ୍ରୟାସ । ଶେଷଥର ପାଇଁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ୨୦୧୯ ଜୁଲାଇ ୨୨ରେ ଚନ୍ଦ୍ରୟାନ-୨କୁ ମହାକାଶକୁ ପଠାଇଥିଲା । ଯେଉଁଥିରେ ଉତକ୍ଷେପଣକୁ ବାଦ୍ ଦେଲେ ୬୦୩ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ…

ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଶୁକ୍ର, ୨ ଡିଗ୍ରୀ ରହିବ ଦୂରତା

ଭୁବନେଶ୍ୱର: ଆସନ୍ତାକାଲି ମେ ୨୩ ତାରିଖ ସନ୍ଧ୍ୟାରେ ଉଜ୍ଜ୍ୱଳ ଗ୍ରହ ଶୁକ୍ରର ଖୁବ୍ ନିକଟରେ ଦେଖାଯିବ ଚନ୍ଦ୍ର । ଶୁକ୍ର ଓ ଚନ୍ଦ୍ର ମଧ୍ୟରେ କୌଣିକ ଦୂରତା ପ୍ରାୟ ୨ ଡିଗ୍ରୀ ରହିବ । ତାପର ଦିନ ସେମାନଙ୍କ ଭିତରେ କୌଣିକ ଦୂରତା ବଢ଼ି ଯାଇ ପ୍ରାୟ ୧୫ ଡିଗ୍ରୀ ହେବ । ମେ ମାସ ଶେଷ ସପ୍ତାହ ତଥା…

ଜହ୍ନ ଅଭିମୁଖେ UAEର ରାଶିଦ ରୋଭର

ଦୁବାଇ: ଚନ୍ଦ୍ର ପୃଷ୍ଠରେ ପହଞ୍ଚିବ UAE ବା ୟୁନାଇଟେଡ୍ ଅରବ ଏମିରେଟ୍ସ । ରବିବାର ୟୁଏଇ ସଫଳତାର ସହ ରାଶିଦ ରୋଭରର ଉତକ୍ଷେପଣ କରିଛି । ଚନ୍ଦ୍ର ପୃଷ୍ଠକୁ ଏହା ୟୁଏଇର ପ୍ରଥମ ମିଶନ । ଦୁବାଇର ମହମ୍ମଦ ବିନ ରାଶିଦ ଅନ୍ତରୀକ୍ଷ କେନ୍ଦ୍ର ଅନୁସାରେ, ରାଶିଦ ରୋଭର ଅତ୍ୟଧିକ ମୂଲ୍ୟବାନ ଡାଟା, ଫଟୋ…

୨୦୩୦ ସୁଦ୍ଧା ଚନ୍ଦ୍ରରେ ହେବ ମାନବ ବସ୍ତି, ଖୋଲିବ ଗବେଷଣା କେନ୍ଦ୍ର

ନ୍ୟୁୟର୍କ:  ଜହ୍ନ ରାଇଜରେ ଘର କରିବା... ଏହା ଆଉ ସ୍ୱପ୍ନ ନୁହେଁ । ସ୍ୱପ୍ନ ପରି ଲାଗୁଥିବା ଏ କଥା ଖୁବ ଶୀଘ୍ର ସତ ହେବ ।   ଜହ୍ନରେ ରହିବ ମାନବ ବସ୍ତି । ଖୋଲିବ ଅଫିସ । ମଣିଷ ସେଠାରେ ବସି କାମ କରିବ । ଏ କଥା ଆମେ ନୁହେଁ, କହିଛନ୍ତି ନାସା ଅଧିକାରୀ । ଚନ୍ଦ୍ରକୁ ଆର୍ଟିମିସ୍ ରକେଟ୍…

ଗୋଟିଏ ଫ୍ରେମରେ ପୃଥିବୀ ଓ ଚନ୍ଦ୍ର, କେମିତି ହେଲା ସମ୍ଭବ ?

ନୂଆଦିଲ୍ଲୀ: ଗୋଟିଏ ଫଟୋରେ ପୃଥିବୀ ଓ ଚନ୍ଦ୍ର । ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ଗୋଟିଏ ଫ୍ରେମରେ ପୃଥିବୀ ଓ ଚନ୍ଦ୍ରର ଫଟୋ ଉଠା ଯାଇଛି । ଏହି ଫଟୋକୁ କ୍ୟାପଚର କରିଛି ଆମେରିକୀୟ ମହାକାଶ ଗବେଷଣାକାରୀ ସଂସ୍ଥା ନାସା । ନାସାର ଲୁସି ସ୍ପେସକ୍ରାଫ୍ଟ ପୃଥିବୀ ଓ ଚନ୍ଦ୍ରର ଫଟୋକୁ ଗୋଟିଏ ଫ୍ରେମରେ…

ଚନ୍ଦ୍ରକୁ କବଜା କରିବାକୁ ଚାହୁଁଛି ଚୀନ! ଚୋରି କରୁଛି ଟେକ୍ନୋଲୋଜି

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆମେରିକା ଡାଳେ ଡାଳେ ଗଲେ ଚୀନ ପତ୍ରେ ପତ୍ରେ ଯାଉଛି ।  ଚନ୍ଦ୍ରକୁ ଏକଚାଟିଆ ଅଧିକାର ସାବ୍ୟସ୍ତ ଲାଗି ଚୀନ୍ ବୈଜ୍ଞାନିକମାନେ ରାତିଦିନ ଏକ କରି ଗବେଷଣା କରୁଛନ୍ତି ।  ଏପରିକି ଅନ୍ୟ ଦେଶର ଟେକ୍ନୋଲୋଜି ମଧ୍ୟ ଚୋରି କରୁଛନ୍ତି । ଏଭଳି  ଆଶଙ୍କା କରିଛନ୍ତି ନାସା…

ଚନ୍ଦ୍ରରେ ରହସ୍ୟମୟ ଘର ଠାବ କଲା ଚାଇନିଜ୍ ରୋଭର୍

ଭୁବନେଶ୍ୱର: ଚନ୍ଦ୍ରରେ ଏକ ସମ୍ଭାବ୍ୟ ଘର ଠାବ କରିଛି ଚାଇନିଜ୍ ରୋଭର୍ । ଏ ନେଇ ଏକ ଫଟୋ ସୋସିଆଲ ମିଡିଆରେ ବହୁଳ ମାତ୍ରାରେ ଭାଇରାଲ୍ ହୋଇଛି । ଚାଇନାର ୟୁଟୁ-୨ ରୋଭର୍ ଖୁବଶୀଘ୍ର ଚନ୍ଦ୍ରରେ ଥିବା ଏହି ରହସ୍ୟମୟ ଘରକୁ ନେଇ ଅଧିକ ତଥ୍ୟ ସାମ୍ନାକୁ ଆଣିବ । ନ୍ୟୁଜ୍ ୯ର ରିପୋର୍ଟ ଅନୁଯାୟୀ…