ବିଜେଡି, ବିଜେପିର ଅସନ୍ତୁଷ୍ଟ ନେତାଙ୍କୁ ନେଇ କି ସମୀକରଣ ଆଙ୍କିବେ ଦିଲୀପ ?
ଭୁବନେଶ୍ୱର: ୨୦୨୪ରେ ଖେଳ ବିଗାଡ଼ିବା ଲାଗି ଯୋଜନା । ବିଜେଡି ଓ ବିଜେପି ପାଇଁ ମୁଣ୍ଡ ବିନ୍ଧା ସାଜିବେ ଅସନ୍ତୁଷ୍ଟ ନେତା । ଧାମନଗର ଉପନିର୍ବାଚନରେ ରାଜୁ ଦାସଙ୍କ ପାଇଁ ବିଜେଡି ଯେଉଁ କ୍ଷତି ସହିଥିଲା ୨୦୨୪ରେ ତାର ପୁନରାବୃତ୍ତି ହୋଇପାରେ ବିଜେଡି ଓ ବିଜେପି କ୍ଷେତ୍ରରେ ।
ରାଉରକେଲାର…