ରାଜଧାନୀରେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ; ଫୋନ୍ ନଦେବାରୁ ଲୁହା ରଡ୍ରେ ପିଟିଲେ
ଭୁବନେଶ୍ୱର: ରାଜଧାନୀରେ ମର୍ଣ୍ଣିଂ ୱାକ୍ କରୁଥିବା ବେଳେ ଜଣେ ବରିଷ୍ଠ ସାମ୍ବାଦିକଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଦିନ ଓଡିଶାର ରାଜଧାନୀର ୟୁନିଟ୍-୮ ଡେଲଟା ସ୍କୋୟାରରେ ମର୍ଣ୍ଣିଂ ୱାକ୍ କରୁଥିବା ସମୟରେ ବରିଷ୍ଠ ସାମ୍ବାଦିକ ସତ୍ୟ ସୁନ୍ଦର ଭଞ୍ଜଙ୍କ…