Latest Odisha News

BREAKING NEWS

Browsing Tag

Mrutyunjay Mohapatra

ବିଶ୍ୱ ପାଣିପାଗ ସଂଗଠନର ଉପାଧ୍ୟକ୍ଷ ହେଲେ ମୃତ୍ୟୁଞ୍ଜୟ ମହାପାତ୍ର

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର, ବିଶ୍ୱ ପାଣିପାଗ ସଂଗଠନର ତୃତୀୟ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଏନେଇ ବିଶ୍ୱ ପାଣିପାଗ ସଂଗଠନ ଟ୍ୱିଟ୍ କରି ସୂଚନା ଦେବା ସହ ସମସ୍ତ ନବ ନିର୍ବାଚିତ କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଛି ।…

୨୨ ପରେ ବାତ୍ୟା: ଆଇଏମଡି ଡିଜି

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା…

‘ବାତ୍ୟା’ ନେଇ କଣ କହିଲେ IMD ଡିଜି ?

ନୂଆଦିଲ୍ଲୀ: ବାତ୍ୟା ଆଶଙ୍କା ଭିତରେ ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଆଇଏମଡି ଡିଜି । IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗତ ଗୁରୁବାରର ପୂର୍ବାନୁମାନ ଅନୁସାରେ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ତାହା କ୍ରମଶଃ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ…

ଓଡ଼ିଶାରେ ଏଥର ଏକ ସପ୍ତାହ ବିଳମ୍ବରେ ପହଞ୍ଚିବ ମୌସୁମୀ ଜଳବାୟୁ

ଭୁବନେଶ୍ୱର: ଭାରତରେ ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ଜଳବାୟୁ ଯଥା ସମୟରେ ଆସିବା ବେଳେ ପ୍ରାୟ ଏକ ସପ୍ତାହ ବିଳମ୍ବରେ ଓଡ଼ିଶା ଛୁଇଁବା ନେଇ ବୁଧବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ସୂଚନା ପ୍ରଦାନ କରିଛି । ନୂଆଦିଲ୍ଲୀଠାରେ ଗଣମାଧ୍ୟମକୁ ସୂଚନା ପ୍ରଦାନକ ରି ଭାରତୀୟ ପାଣିପାଗ…