Latest Odisha News

BREAKING NEWS

Browsing Tag

mukesh ambani

ମାର୍କ ଜୁକରବର୍ଗଙ୍କୁ ପଛରେ ପକାଇଲେ ମୁକେଶ ଅମ୍ବାନୀ

ମୁମ୍ବାଇ: ଦୁନିଆର ଅରବପତି ତାଲିକାରେ ଉପରକୁ ଉଠିଛନ୍ତି ମୁକେଶ ଅମ୍ବାନୀ । ଅନ୍ୟପଟେ ଭାରତର ଅନ୍ୟତମ ଅରବପତି ଗୌତମ ଆଦାନୀ ପୁଣି ତାଲିକାରେ ତଳକୁ ଖସିଛନ୍ତି । ଫେସବୁକ୍ ସିଇଓ ମାର୍କ ଜୁକରବର୍ଗଙ୍କୁ ସମ୍ପତ୍ତି ମାମଲାରେ ପଛରେ ପକାଇ ଉପରକୁ ଉଠିଛନ୍ତି ମୁକେଶ ଅମ୍ବାନୀ । ଅମ୍ବାନୀ ୧୩ରୁ ୧୨ତମ…

ଖସିଲେ ଆଦାନୀ, ୧୦ ଧନୀ ତାଲିକାକୁ ଏଣ୍ଟ୍ରି ମାରିଲେ ଅମ୍ବାନୀ

ନୂଆଦିଲ୍ଲୀ:ଖସିଲେ ଅଦାନୀ, ଉଠିଲେ ଅମ୍ବାନୀ । ଧନୀ ତାଲିକାରେ ଗୌତମ ଆଦାନୀ ଯେତିକି ଯେତିକି ଖସିବାରେ ଲାଗିଛନ୍ତି, ମୁକେଶ ଅମ୍ବାନୀ ସେତିକି ଉଠିବାରେ ଲାଗିଛନ୍ତି । ପୁଣି ଥରେ ବିଶ୍ୱ ଧନୀ ତାଲିକାର ୧୦ ଧନୀଙ୍କ ତାଲିକାକୁ ଏଣ୍ଟ୍ରି ମାରିଛନ୍ତି ଭାରତୀୟ ବ୍ୟବସାୟୀ ମୁକେଶ ଅମ୍ବାନୀ।…

ମୁକେଶ ଅମ୍ୱାନୀଙ୍କ ପରିବାରକୁ ଆସିବେ ସାନ ପୁତ୍ରବଧୂ, ଅନନ୍ତଙ୍କ ସହ ରାଧିକା ମାର୍ଚେଣ୍ଟଙ୍କ ନିର୍ବନ୍ଧ ସରିଲା

ମୁମ୍ୱାଇ: ହାତକୁ ଦୁଇ ହାତ ହେବେ ମୁକେଶ ଅମ୍ୱାନୀଙ୍କ ସାନ ପୁଅ ଅନନ୍ତ ଅମ୍ୱାନୀ । ନିର୍ବନ୍ଧ ସରିଲା, ଏବେ ବାହାଘରକୁ ଅପେକ୍ଷା । ରାଧିକା ମାର୍ଚେଣ୍ଟ ସହ ଅନନ୍ତଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଛି । ଆସନ୍ତା ମାସରେ ଦୁହେଁ ବିବାହ କରିବେ । ଶୈଲା ମାର୍ଚେଣ୍ଟ ଓ ବିରେନ ମାର୍ଚେଣ୍ଟଙ୍କ ଝିଅ…

ଦୀପାବଳିରୁ ରିଲାଏନ୍ସ JIO ଆରମ୍ଭ କରିବ 5G ସେବା

ମୁମ୍ବାଇ: ଦୀପାବଳିରୁ ଦେଶରେ ଆରମ୍ଭ ହେବ 5G ସେବା । ରିଲାଏନ୍ସର ୪୫ତମ ବାର୍ଷିକ ସାଧାରଣ ବୈଠକରେ ଏହି ଘୋଷଣା କରିଛନ୍ତି ଶିଳ୍ପପତି ମୁକେଶ ଅମ୍ବାନୀ । ପ୍ରଥମେ ଜିଓ 5G ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ ଓ କୋଲକାତା ଭଳି ମେଟ୍ରୋ ସିଟି ସହ ଅନ୍ୟ ବଡ଼ ସହରରେ ଉପଲବ୍ଧ ହେବ । ଡିସେମ୍ବର ୨୦୨୩…

ରିଲିଆନ୍ସ ଜିଓ ବୋର୍ଡରୁ ମୁକେଶ ଅମ୍ବାନୀଙ୍କ ଇସ୍ତଫା, ଜାଣନ୍ତୁ କାରଣ…

ମୁମ୍ବାଇ: ଇସ୍ତଫା ଦେଲେ ମୁକେଶ ଅମ୍ବାନୀ । ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍, ରିଲାଏନ୍ସ ଜିଓ ଇନଫୋକମ୍ ଲିମିଟେଡର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି ମୁକେଶ ଅମ୍ବାନୀ । ଏବେ ବୋର୍ଡର ଅଣ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଭାବେ ମୁକେଶ ଅମ୍ବାନୀଙ୍କ ପୁଅ ଆକାଶ ଅମ୍ବାନୀଙ୍କୁ…

୧୦୦ ବିଲିୟନ ଡଲାର କ୍ଲବ୍‌ରେ ସାମିଲ ହେଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ ୧୦୦ ବିଲିୟନ ଡଲାରର ସମ୍ପତ୍ତି ସହିତ ଜେଫ୍ ବେଜୋସ୍ ଏବଂ ଏଲୋନ୍ ମସ୍କଙ୍କ ସହ ବିଶ୍ୱର ସବୁଠାରୁ ସ୍ୱତନ୍ତ୍ର ଧନୀ କ୍ଲବରେ ସାମିଲ ହୋଇଛନ୍ତି। ରିଲାଏନ୍ସ ଇଣ୍ଡିଆ ଲିମିଟେଡର ଚେୟାରମ୍ୟାନ୍ ୧୧ ଜଣ ପୁରୁଷଙ୍କ ବିରଳ ଗୋଷ୍ଠୀରେ ପ୍ରବେଶ…

ଆଣ୍ଟିଲିଆ ସମ୍ମୁଖରେ ବିସ୍ଫୋରକ ଜବତ ମାମଲା; ‘ଏନକାଉଣ୍ଟର ସ୍ପେଶାଲିଷ୍ଟ’ ସଚିନ ଭେଜଙ୍କ ଗିରଫ ଦାବି କଲେ…

ମୁମ୍ବାଇ: ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ବାସଭବନ ଆଣ୍ଟିଲିଆ ସମ୍ମୁଖରେ ବିସ୍ଫୋରକ ଭର୍ତ୍ତି ଗାଡି ଜବତ ମାମଲାରେ ବିଜେପି ନେତା ତଥା ମହାରାଷ୍ଟ୍ରର ପୂର୍ବତନ ସିଏମ ଦେବେନ୍ଦ୍ର ଫଡନାଭିସ ମଙ୍ଗଳବାର ମୁମ୍ବାଇ ପୋଲିସର 'ଏନକାଉଣ୍ଟର ସ୍ପେଶାଲିଷ୍ଟ' ଏପିଆଇ ସଚିନ ଭେଜଙ୍କୁ ଗିରଫ କରିବାକୁ ଦାବି…

ଆଣ୍ଟିଲିଆ ସମ୍ମୁଖରେ ବିସ୍ଫୋରକ ଜବତ ମାମଲା: ସିସିଟିଭିରୁ ଧରାପଡ଼ିଲେ ସଂଦିଗ୍ଧ ବ୍ୟକ୍ତି

ମୁମ୍ବାଇ: ମୁମ୍ବାଇରେ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ବାସଭବନ ବାହାରେ ବିସ୍ଫୋରକ ସାମଗ୍ରୀ ଭର୍ତ୍ତି ଏସୟୁଭି ରଖିଥିବା ସଂଦିଗ୍ଧ ବ୍ୟକ୍ତିଙ୍କୁ ସିସିଟିଭିରେ ଧରାଯାଇଛି। (ପିପିଏ) ପିନ୍ଧିଥିବା ବ୍ୟକ୍ତି ଜଣକ ଫେବୃଆରୀ ଶେଷ ସପ୍ତାହରେ ମୁମ୍ବାଇର ମୁକେଶ ଅମ୍ବାନୀଙ୍କ ବାସଭବନ 'ଆଣ୍ଟିଲିଆ'…

ଏଣ୍ଟିଲିଆ ଆଗରୁ ଜବତ ସ୍କର୍ପିଓ ମାଲିକଙ୍କ ମୃତଦେହ ଉଦ୍ଧାର

ମୁମ୍ବାଇ: ଉଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ଘର ଆଗରୁ ଜବତ ସ୍କର୍ପିଓ ମାଲିକଙ୍କ ମୃତଦେହ ଉଦ୍ଧାର । ମୁମ୍ବାଇ ସ୍ଥିତ ତାଙ୍କ ବାସଭବନ ଏଣ୍ଟିଲିଆ ଆଗରୁ ଜବତ ହୋଇଥିବା ଜିଲେଟିନ ବୋଝେଇ ସ୍କର୍ପିଓର ମାଲିକଙ୍କ ମୃତଦେହ ଆଜି କଲୱା ସମୁଦ୍ରରୁ ଉଦ୍ଧାର ହୋଇଛି । ପୋଲିସର ପ୍ରାଥମିକ ଯାଞ୍ଚରୁ ସମ୍ପୃକ୍ତ…

ହୁରୁନ୍‌ ଗ୍ଲୋବାଲ୍‌ ଧନୀ ତାଲିକାରେ ଅଷ୍ଟମ ସ୍ଥାନରେ ରହିଛନ୍ତି ଭାରତର ଶିଳ୍ପପତି ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ: କୋଭିଡ-୧୯ ଦ୍ବାରା ସୃଷ୍ଟି ହୋଇଥିବା ଅର୍ଥନୈତିକ ସଙ୍କଟ ସତ୍ତ୍ବେ ୨୦୨୦ରେ  ବିଶ୍ବରେ ଧନୀ ବ୍ୟକ୍ତିଙ୍କ ସଂଖ୍ୟା ଏବଂ ମୋଟ ଧନ ବୃଦ୍ଧି ପାଇଛି। ସମ୍ମାନଜନକ ହୁରୁନ୍ ରିପୋର୍ଟ ଅନୁଯାୟୀ ହୁରୁନ୍‌ ଗ୍ଲୋବାଲ୍‌ ଧନୀ ତାଲିକାରେ ଭାରତର ଶିଳ୍ପପତି ମୁକେଶ ଅମ୍ବାନୀ ଅଷ୍ଟମ ସ୍ଥାନରେ…