ସମରେ ଷ୍ଟେମସେଲ୍ ପ୍ରତ୍ୟାରୋପଣ ଦ୍ୱାରା ଜଟିଳ ରକ୍ତ କର୍କଟ ରୋଗର ସଫଳ ଚିକିତ୍ସା
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଡାକ୍ତରମାନେ ମଲ୍ଟିପଲ୍ ମାଇଲୋମା ଭଳି ଏକ ଜଟିଳ ରକ୍ତ କର୍କଟ ରୋଗରେ ପୀଡ଼ିତ ଥିବା ଜଣେ ୫୨ ବର୍ଷୀୟା ମହିଳାଙ୍କୁ ଷ୍ଟେମ୍ସେଲ୍ ପ୍ରତ୍ୟାରୋପଣ ମାଧ୍ୟମରେ ସୁସ୍ଥ କରିବାରେ ସଫଳ ହୋଇଛନ୍ତି । ଦୀର୍ଘ ଅଠର…