Latest Odisha News

BREAKING NEWS

Browsing Tag

Mumbai Police

ବିଜେପି ନେତା, ମନ୍ତ୍ରୀଙ୍କୁ ଧମକ ପୂର୍ଣ୍ଣ ମେସେଜ ଓ କଲ୍ କରିବା ଅଭିଯୋଗରେ ଯୁବକ ଗିରଫ

ପାରଳାଖେମୁଣ୍ଡି : ବିଜେପି ନେତା, ମନ୍ତ୍ରୀଙ୍କୁ ଧମକ ପୂର୍ଣ୍ଣ ମେସେଜ ଓ କଲ୍ କରିବା ଅଭିଯୋଗରେ  ମୁମ୍ବାଇ ପୋଲିସ୍ ଜଣେ ଯୁବକକୁ ଗିରଫ କରିଛି। ଯୁବକ ଜଣକ ହେଲେ ଗଜପତି ଜିଲ୍ଲା ସେରଙ୍ଗ ଥାନା ଖଜୁରୀପଦା ଫାଣ୍ଡି ଅନ୍ତର୍ଗତ କେ.ଝାଲରସିଂ  ଗାଁର ଆଶିଷ ପରିଛା । ଗତ କିଛି ଦିନ ପୂର୍ବରୁ ଯୁବକ…

ବିଲେଇ ବଞ୍ଚାଇଲା ନବଜାତର ଜୀବନ, ଡ୍ରେନରୁ ଉଦ୍ଧାର କଲା ମୁମ୍ବାଇ ପୋଲିସ

ମୁମ୍ବାଇ: ବିଲେଇ ବଞ୍ଚାଇଲା ନବଜାତର ଜୀବନ । ଏହି କଥା ଶୁଣିଲା ବେଳକୁ ଟିକେ ଅଡୁଆ ଲାଗୁଥିବ । ଏହା କେମିତି ସମ୍ଭବ ହେଲା ଭାବୁଥିଲେ । କିନ୍ତୁ ପୁରା ଘଟଣା ଜାଣିଲେ ଆପଣ ଆଶ୍ଚଯ୍ୟ ହେବେ । ମୁମ୍ବାଇରେ ଏମିତି ଏକ ଘଟଣାକୁ ନେଇ ଏବେ ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର । କଥାରେ ଅଛି ଯାହାକୁ…

ଶିଳ୍ପ ସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରାଙ୍କୁ ବାନ୍ଧିଲା ମୁମ୍ୱାଇ ପୋଲିସ, ଅଶ୍ଳୀଳ ଫିଲ୍ମ ନିର୍ମାଣ ଅଭିଯୋଗ

ମୁମ୍ୱାଇ: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରା ଗିରଫ । ତାଙ୍କୁ ଏକ ସଙ୍ଗୀନ ମାମଲାରେ ଗତକାଲି ରାତିରେ ଗିରଫ କରିଛି ମୁମ୍ୱାଇ ପୋଲିସ । ଅଶ୍ଳୀଳ ଫିଲ୍ମ ନିର୍ମାଣ କରିବା ଓ ସେଗୁଡ଼ିକୁ ଆପ୍ ଜରିଆରେ ରିଲିଜ କରିବା ଅଭିଯୋଗରେ ବନ୍ଧା ହୋଇଛନ୍ତି ରାଜ କୁନ୍ଦ୍ରା । ଏହି…

ରାହୁଲ ଦ୍ରାବିଡଙ୍କ ଭାଇରାଲ୍‌ ଆଡ୍‌ ଜରିଆରେ ଲୋକଙ୍କୁ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଉଛି ମୁମ୍ବାଇ ପୋଲିସ

ମୁମ୍ବାଇ: ସୋସିଆଲ ମିଡିଆରେ ପୂର୍ବତନ ଭାରତୀୟ ଅଧିନାୟକଙ୍କ ଏକ ଭିଡିଓ ଭାଇରାଲ ହେବା ପରେ ରାହୁଲ ଦ୍ରାବିଡ ଏବେ ଚର୍ଚ୍ଚାରେ ଅଛନ୍ତି। ରାହୁଲ ଦ୍ରାବିଡ ନିକଟରେ ଏକ କ୍ରେଡିଟ କାର୍ଡ ପେମେଣ୍ଟ ଆପ ପାଇଁ ଏକ ବିଜ୍ଞାପନରେ ପ୍ରଦର୍ଶନ କରିଥିଲେ। ନିଜ ଶାନ୍ତ ବ୍ୟବହାର ପାଇଁ ଜଣାଶୁଣା ଥିବା…

‘ଏପ୍ରିଲ୍ ଫୁଲ୍‌ ଡେ’ରେ ନିଆରା ଢଙ୍ଗରେ କରୋନା ସଚେତନତା ପ୍ରସାର କରୁଛି ମୁମ୍ବାଇ ପୋଲିସ

ମୁମ୍ବାଇ: 'ଏପ୍ରିଲ୍ ଫୁଲ୍‌ ଡେ'ରେ “କରୋନାଭାଇରସ୍ ଦ୍ୱାରା ଭ୍ରମିତ ହୁଅନ୍ତୁ ନାହିଁ” ବୋଲି ମୁମ୍ବାଇ ପୋଲିସ୍ ଆଜି ଟ୍ୱିଟରରେ ଏକ ନୂଆ ଏବଂ କୌତୁକିଆ ଢଙ୍ଗରେ ଏକ ପୋଷ୍ଟ ସେୟାର୍‌ କରି ଫେସ୍ ମାସ୍କର ମହତ୍ତ୍ବକୁ ନେଇ ସଚେତନତା ସୃଷ୍ଟି କରିଛି। ଗତ କିଛି ସପ୍ତାହରେ ସାରା ଦେଶରେ…

ବିଜେପି ନେତା ଗିରଫ, ବାଂଲାଦେଶରୁ ଆସି ବେଆଇନ୍ ଭାବେ ଭାରତରେ ରହୁଥିବା ଅଭିଯୋଗ

ମୁମ୍ବାଇ: ୨୦୧୯ ଓ ୨୦୨୦ରେ ସଂଶୋଧିତ ନାଗରିକ ଆଇନକୁ ନେଇ ବେଶ୍ ବିରୋଧ ଦେଖିବାକୁ ମିଳିଥିଲା । କେନ୍ଦ୍ର ସରକାର ସିଏଏକୁ ସମର୍ଥନ କରି କହିଥିଲେ- ଏହି ଆଇନ୍ ଦ୍ୱାରା ଅବୈଧ ଭାବେ ରହୁଥିବା ବାଂଲାଦେଶୀ ଲୋକଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଦେଶରୁ ବାହାର କରାଯାଇ ପାରିବ । ମୁମ୍ବାଇରୁ ଜଣେ…

ଅର୍ଣ୍ଣବଙ୍କ ସମର୍ଥନରେ ବାହାରିଲେ ସୋନା ମହାପାତ୍ର

ମୁମ୍ବାଇ: ରିପବ୍ଲିକ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କ ସମର୍ଥନରେ ବାହାରିଲେ ବଲିଉଡ ଗାୟିକା ସୋନା ମହାପାତ୍ର । ତାଙ୍କୁ ଜେଲରେ ରଖିବା ଘଟଣାକୁ ସେ ଜୋରଦାର ବିରୋଧ କରିଛନ୍ତି । All those people smacking their lips, justifying #ArnabGoswami being denied bail…

ରିପବ୍ଲିକ ଟିଭିର ଆଉ ଜଣେ ଅଧିକାରୀ ଗିରଫ

ମୁମ୍ବାଇ: ଗିରଫ ହେଲେ ରିପବ୍ଲିକ ଟିଭିର ଆଉ ଜଣେ ବଡ ଅଧିକାରୀ । ଟିଆର୍‌ପି ସ୍କାମ ମାମଲାରେ ଆଜି ସକାଳେ ଆଉ ଜଣେ ଅଧିକାରୀଙ୍କୁ ମୁମ୍ବାଇ ପୋଲିସ ଉଠାଇ ନେଇଛି । ରିପବ୍ଲିକ୍ ଟିଭିର ଭାଇସ ପ୍ରେସିଡେଣ୍ଟ ଘନଶ୍ୟାମ ସିଂଙ୍କୁ ପୁଲିସ୍ ଗିରଫ କରି ତାଙ୍କୁ କୋର୍ଟରେ ହାଜର କରିଛି। ତେବେ…

୧୪ ଦିନିଆ ନ୍ୟାୟିକ ହେପାଜତରେ ବରିଷ୍ଠ ସାମ୍ବାଦିକ ଅର୍ଣ୍ଣବ ଗୋସ୍ୱାମୀ

ମୁମ୍ବାଇ: ନଭେମ୍ୱର ୧୮ ତାରିଖ ଯାଏ ନ୍ୟାୟିକ ହେପାଜତରେ ବରିଷ୍ଠ ସାମ୍ବାଦିକ ତଥା ରିପବ୍ଲିକ ଟିଭିର ଇଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ । ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀ ହେପାଜତକୁ ପଠାଇ ଦିଆଯାଇଛି । ଆଜି ତାଙ୍କର ଜାମିନ ଆବେଦନର ଶୁଣାଣି ରହିଛି । ଅର୍ଣ୍ଣବଙ୍କ ସମେତ ଗିରଫ ଅନ୍ୟ…

ଅର୍ଣ୍ଣବଙ୍କୁ ଉଠାଇ ନେଲା ମୁମ୍ବାଇ ପୋଲିସ, କଡା ନିନ୍ଦା କଲେ କେନ୍ଦ୍ର ମନ୍ତ୍ରୀ

ମୁମ୍ବାଇ: ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଆଜି ସକାଳୁ ଉଠାଇ ନେଇଛି ମୁମ୍ବାଇ ପୋଲିସ । ବିନା ନୋଟିସରେ ପୋଲିସର ୧୦ରୁ ଅଧିକ ଅଧିକାରୀ ତାଙ୍କ ଘରେ ପଶି ଜୋର ଜବରଦସ୍ତ ତାଙ୍କୁ ଉଠାଇ ନେଇଥିବା ଜଣାପଡିଛି । ୨୦୧୮ର ଏକ ମାମଲାରେ ଅର୍ଣ୍ଣବଙ୍କୁ ଗିରଫ କରାଯାଇଥିବା…