ବିଧାନସଭାରେ ପାରିତ ହେଲା ମ୍ୟୁନିସିପାଲ ଆଇନ୍ ସଂଶୋଧନ ବିଲ୍
ଭୁବନେଶ୍ବର : ବିଧାନସଭାରେ ପାରିତ ହୋଇଛି ମ୍ୟୁନିସପାଲ ଆଇନ ସଂଶୋଧନ ବିଲ୍ । ବିଲ୍ ପାରିତ ପରେ ରାଜ୍ୟରେ ପୌର ନିର୍ବାଚନ ନେଇ ବାଟ ଫିଟିଛି । ବିଲ ଅନୁଯାୟୀ ଓଡ଼ିଶା ପୌର ବିଧି ସଂଶୋଧନ ବିଧେୟକରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ । ପଛୁଆ…