Latest Odisha News
Browsing Tag

Murder

ପୁଅର ଖାଦ୍ୟ ଖାଇଦେବାରୁ ୧୫ ବର୍ଷୀୟ କେୟାର ଟେକରକୁ ମାରିଦେଲେ ଦମ୍ପତି

ବେଙ୍ଗାଲୁରୁ: ତାମିଲନାଡୁ ପୋଲିସ ବେଙ୍ଗାଲୁରୁର ପାନଥୁ ନିକଟ ଭାଗନାପାଲ୍ଲୀ ଠାରେ ନିଜ ଘରେ ପାଞ୍ଚ ବର୍ଷର ପୁଅର ଦେଖାଶୁଣା କରୁଥିବା ୧୫ ବର୍ଷର ବାଳିକାକୁ ହତ୍ୟା ଅଭିଯୋଗରେ ଓଡିଶାରୁ ଜଣେ ଦମ୍ପତିଙ୍କୁ ଗିରଫ କରିଛି। ଏହି ଦମ୍ପତି ଅବିନେଶ ସାହୁ (୪୧) ଏବଂ ଅସୱିନ୍ ପାଟିଲ (୩୭) ବୋଲି…

ପଶ୍ଚିମବଙ୍ଗରେ ପୁଣି ଲଜ୍ଜା, ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ପରେ ଆକ୍ରୋଶ

କୋଲକାତା: ପଶ୍ଚିମବଙ୍ଗରେ ଆଉ ଏକ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ଚାଂଚଲ୍ୟ । ଜଣେ ନାବାଳିକା ସ୍କୁଲ ଛାତ୍ରୀ ଦୁଷ୍କର୍ମ ଓ ହତ୍ୟାର ଶୀକାର ହୋଇଥିବା ଅଭିଯୋଗ ହୋଇଛି । କୋଲକାତାର ଆରଜି କର ହସପିଟାଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ନେଇ ଆକ୍ରୋଶ ଶାନ୍ତ ପଡିନଥିବା ବେଳେ ୨୪…

ସ୍ପଷ୍ଟ କହିବାରୁ ପୋଲିସ ନୋଟିସ୍?

ନୂଆଦିଲ୍ଲୀ: ପୋଲିସ ଯାଂଚ ନେଇ ପ୍ରଶ୍ନ ଉଠାଇବାରୁ ଫସିଲେ ହସପିଟାଲ ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲାରେ ପୋଲିସ ଯାଂଚ ଉପରେ ପ୍ରଶ୍ନ ଉଠାଇଥିବାରୁ ଅଡୁଆରେ ପଡିଛନ୍ତି ମମତାଙ୍କ ତୃଣମୂଳ କଂଗ୍ରେସର ନେତା । ରାଜ୍ୟସଭା ସାଂସଦ ସୁଖେନ୍ଦୁ ଶେଖର ରାୟଙ୍କୁ ସମନ କରିଛି କୋଲକାତା ପୋଲିସ ।…

କୋଲକାତା ଲଜ୍ଜା: ନିଜ ଆଡୁ ହସ୍ତକ୍ଷେପ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କୋଲକାତାର ଆରଜି କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ନିଜ ଆଡୁ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ। ଦେଶର ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ତିନିଜଣିଆ ଖଣ୍ଡପୀଠ ମଙ୍ଗଳବାର ଦିନ ଏହି ମାମଲାର ଶୁଣାଣି କରିବେ।…

କୋଲକାତାରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ଯା ଘଟଣା; ଏସସିବି ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କଟକ: କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ଯା ଘଟଣାରେ ଆନ୍ଦୋଳନକୁ ଓହ୍ଲାଇଲେ କଟକ ବଡ଼ ମେଡିକାଲର ଜୁନିଅର ଡାକ୍ତର। ସୂଚନା ଅନୁଯାୟୀ, ପୀଡିତାଙ୍କୁ ନ୍ଯାୟ ଦାବିରେ ଡାକ୍ତରଙ୍କ ଦ୍ବାରା ଜାରି ରହିଥିବା ଦେଶବ୍ୟାପୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି କଟକ ଏସସିବି ମେଡିକାଲ କଲେଜ ଓ…

ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

ଭୁବନେଶ୍ୱର: ରାଜଧାନୀରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ବାପାକୁ ଅତି ନିର୍ମମ ଭାବେ ଛୁରୀ ଭୁସି ହତ୍ୟା କଲା ପୁଅ। ପୁଅ ଅନିରୁଦ୍ଧ ଚୌଧୁରୀ ଏକ ଘରୋଇ ଲ’ କଲେଜରେ ଜଣେ ପ୍ରଫେସର ଭାବେ କାର୍ଯ୍ୟରତ ଥିବା ଜଣାଯାଇଛି। ତେବେ ମୃତ ବାପା ସୁନୀଲ ଚୌଧୁରୀ ନାଲକୋରେ ଜଣେ ଅବସରପ୍ରାପ୍ତ ଉଚ୍ଚ ପଦସ୍ଥ…

ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କ ସହ ୧୩ ଜଣଙ୍କୁ ଆଜୀବନ ଜେଲ୍

ବ୍ରହ୍ମପୁର: ଛତ୍ରପୁରର ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ୍ । ଏକ ହତ୍ୟା ମାମଲାର ଶୁଣାଣି କରି ନାରାୟଣ ରେଡ୍ଡୀଙ୍କ ସହ ୧୩ ଜଣଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ-୩ କୋର୍ଟ । ୧୯୯୮ ମସିହାରେ ପୋଲିସ ଆର୍‌ଆଇ ହତ୍ୟା ମାମଲାରେ କୋର୍ଟ ଏହି ଦଣ୍ଡାଦେଶ…

ନାବାଳକଙ୍କୁ ବଳି ପାଇଁ ହତ୍ୟା ଘଟଣା, ସାଧିକାଙ୍କ ସହ ୩ ପୁଅ ଗିରଫ

ଅନୁଗୁଳ: ବାରିଣୀ ଜଙ୍ଗଲରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ପୋଲିସ । ମଙ୍ଗଳା ଠାକୁରାଣୀଙ୍କ ସାଧିକାଙ୍କ ସହ ତାଙ୍କ ୩ ପୁଅଙ୍କୁ ପୋଲିସ ଗିରଫ କରିଛି । ଗିରଫଙ୍କ ମଧ୍ୟରେ ଜଣେ ନାବାଳକ ରହିଛି । ପାରିପାର୍ଶ୍ୱିକ ସ୍ଥିତି ଏବଂ ଆଖପାଖ ଲୋକଙ୍କ ବୟାନ…

ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଗୁରୁକୃପା ଆଶ୍ରମର ଆଉ ଜଣେ ବାବା

ପୁରୀ: ଆଖି ବୁଜିଲେ ଆଉ ଜଣେ ବାବା । ପୁରୀ ଗୁରୁକୃପା ଆଶ୍ରମରେ ହତ୍ୟାକାଣ୍ଡ ଘଟଣାରେ ଆଉ ଜଣେ ବାବା ଚିକିତ୍ସାଧୀନ ଅବସ୍ଥାରେ ଆଜି ମୃତ୍ୟୁବରଣ କରିଛନ୍ତି । ମୃତକ ହେଲେ ଦୟାନିଧି ବାବା । ପୂର୍ବରୁ ଆକ୍ରମଣରେ ଅର୍ଜୁନ ବାବାଙ୍କ ମୃତ୍ୟୁ ହୋଇଥିଲା । ଏଥିସହ ପଢ଼ନ୍ତୁ: ଗୁରୁକୃପା ଆଶ୍ରମରେ…

ଗୁରୁକୃପା ଆଶ୍ରମରେ ରକ୍ତ ଛିଟା, ବାବାଙ୍କୁ କାଠ ଫାଳିଆରେ ପିଟିପିଟି ହତ୍ୟା

ପୁରୀ: ଆଶ୍ରମରେ ଗଡ଼ିଲା ମୁଣ୍ଡ । ବାବାଙ୍କୁ ହତ୍ୟା କଲେ ବାବା । ପୁରୀ ବାସେଳିସାହି ଥାନା ଗୁରୁକୃପା ଆଶ୍ରମରେ ହତ୍ୟାକାଣ୍ଡ ଘଟିଛି । ଜଣେ ବାବା ଆଉ ଜଣେ ବାବାଙ୍କୁ କାଠ ଫାଳିଆରେ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରିଥିବା ବେଳେ ଆଉ ଜଣେ ବାବା ଗୁରୁତର ଆହତ ହୋଇଥିବା ଅଭିଯୋଗ ହୋଇଛି ।…