Latest Odisha News

BREAKING NEWS

Browsing Tag

Murder Case

ଭୁବନେଶ୍ବର CRP ଛକ ହତ୍ୟାକାଣ୍ଡ ଘଟଣା ନେଇ ଡିସିପିଙ୍କ ପ୍ରେସମିଟ୍,- “ପୂର୍ବ ଶତ୍ରୁତାରୁ ଘଟିଛି ହତ୍ୟାକାଣ୍ଡ”

ଭୁବନେଶ୍ୱର: ଗତକାଲି ରାଜଧାନୀ CRPଛକ ନିକଟରେ ଦିନ ଦ୍ବିପହରେ ଘଟିଥିବା ହତ୍ୟାକାଣ୍ଡ ଘଟଣା । ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ ଘଟିଛି । ଏନେଇ ପ୍ରେସମିଟ୍ ରେ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ଉମାଶଙ୍କର ଦାଶ । ପ୍ରେସମିଟ୍‌ରେ ଡିସିପି ଆହୁରୀ ମଧ୍ୟ କହିଛନ୍ତି,  ପ୍ରଶାନ୍ତ ଦାସ…

ଦୁଇ ଭାଇଙ୍କ ଉପରେ ଗୁଳିମାଡ଼ ଓ ଭୂଜାଲିରେ ହାଣିଲେ ଦୁର୍ବୃତ୍ତ, ଜଣେ ମୃତ

ଅନୁଗୋଳ: ଦୁଇ ଭାଇଙ୍କ ଉପରେ ସଂଘବଦ୍ଧ ଆକ୍ରମଣ । ଭୂଜାଲୀରେ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ଗୁଳିମାଡ଼ରେ ଅନ୍ୟ ଜଣେ ଭାଇ ଗୁରୁତର ହୋଇଛନ୍ତି । ଅନୁଗୋଳ ଜିଲ୍ଲା ମୁଷାପାପୁଲୀ ଛକରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ । ମୃତକ ହେଲେ ରନ୍ତଲେଇ ଗାଁର ଦୁଃଶାସନ ସେନାପତି । ତାଙ୍କ ଭାଇ…

ଗାଁ ଦାଣ୍ଡରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ନୟାଗଡ଼: ବୀଭତ୍ସ ଓ ଅମାନୁଷିକ ହତ୍ୟାକାଣ୍ଡ l ଗୋଡ଼ାଇ ଗୋଡ଼ାଇ ହାଣିଦେଲେ l ଭୋର ୪ଟା ବେଳେ ମାରିଦେଲେ ଦୁର୍ବୃତ୍ତ l ଏଭଳି ଲୋମଟାଙ୍କୁରା ହତ୍ୟାକାଣ୍ଡ ଘଟିଛି ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବାଉଇଁଶିଆପଡ଼ା ଗାଁରେ l ମୃତକ ହେଲେ ଗାଁର କ୍ଷେତ୍ରବାସୀ ମହାପାତ୍ର l ଗାଁ ଦାଣ୍ଡରେ…

ବାର କର୍ମଚାରୀ ହତ୍ୟା ଘଟଣା, ପୋଲିସର ସୂଚନା ୧୫ ଥର ଛୁରୀ ଭୂଷିଥିଲେ ହତ୍ୟାକାରୀ

ଖୋର୍ଦ୍ଧା : ଗଡ ଖୋର୍ଦ୍ଧା ବାରରେ ଯୁବକଙ୍କୁ ଛୁରାମାଡ ଘଟଣାରେ ଅଭିଯୁକ୍ତମାନେ ମୃତକଙ୍କୁ ଥରେ କି ଦୁଇ ଥର ନୁହେଁ ୧୫ ଥର ଛୁରାମାଡ କରିଥିଲେ । ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଏସପି । ସୂଚନା ଅନୁଯାୟୀ ଅପରାଧୀମାନେ ଗତ ୧୪ ତାରିଖରେ ଏକ…

ରାଜଧାନୀରେ ଚାଞ୍ଚଲ୍ୟ, ନୟାପଲ୍ଲୀ ଅଂଚଳରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

ଭୁବନେଶ୍ୱର : ରାଜଧାନୀରେ ହତ୍ୟାକାଣ୍ଡ । ନୟାପଲ୍ଲୀ ଅଂଚଳରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ମୃତକଙ୍କ ନାଁ ବନୁ ଶବର । ଗତ ୫ ତାରିଖରେ ଏହି ଘଟଣା ଘଟିଛି । ଅଭିଯୁକ୍ତ ଟୁକୁନା ବେହେରାଙ୍କୁ ପୋଲିସ ଗିରଫ କରିଛି । ସୂଚନା ଅନୁଯାୟୀ, ମୃତ ବନୁ ଓ ହତ୍ୟାକାରୀ ଟୁକୁନା ଦୁଇ…