Latest Odisha News

BREAKING NEWS

Browsing Tag

Murder

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ତଣ୍ଟି କାଟି ହତ୍ୟା ଘଟଣା, ୧୯ ଦିନ ପରେ ଅଭିଯୁକ୍ତକୁ ଧରିଲା ପୋଲିସ

ଅନୁଗୁଳ: ଅନୁଗୁଳ ଜିଲ୍ଲା କୁଇଓ ଗାଁରେ ଲୋମଟାଙ୍କୁରା ଖୁସି ହତ୍ୟା ଘଟଣାର ୧୯ ଦିନ ପରେ ଅଭିଯୁକ୍ତ ସୌମ୍ୟ ରଞ୍ଜନ ବେହେରାକୁ କାବୁ କରିବାରେ ସଫଳ ହୋଇଛି ପୋଲିସ । ଗତ ୮ ତାରିଖ ଦିନ ସକାଳ ପ୍ରାୟ ୧୦ଟା ବେଳେ କୁଇଓ ଅନନ୍ତବେରଣୀ କଲୋନୀର ଖୁସି ନାମକ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ସୌମ୍ୟ…

ହତ୍ୟାର ୩ ମାସ ପରେ ଏତଲା, ୪ ଦିନରେ ୪ ଗିରଫ

ବାଲିଗୁଡ଼ା: ପୂର୍ବ ଶତ୍ରୁତାକୁ ନେଇ ମାର୍ଚ୍ଚ ମାସରେ ହୋଇଥିବା ହତ୍ୟା ନେଇ ମେ ୨୨ରେ ଅଭିଯୋଗ ହୋଇଥିଲା । ଆଉ ଅଭିଯୋଗର ୪ ଦିନ ମଧ୍ୟରେ ବାଲିଗୁଡ଼ା ଥାନା ପୋଲିସ ୪ ଭାଇଙ୍କୁ ଗିରଫ କରିବା ସହ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ କରିଛି । ସୂଚନା ପ୍ରକାରେ, ଗତ ମାର୍ଚ୍ଚ ମାସରେ କନ୍ଧମାଳ ଜିଲ୍ଲା…

ବ୍ରହ୍ମପୁରରେ ପୁଣି ବୁଲିଲା ଖଣ୍ଡା, ବସ୍‌ ହକରଙ୍କୁ ନିର୍ମମ ଭାବେ କଲେ ହତ୍ୟା   

ବ୍ରହ୍ମପୁର : ରେଶମ ନଗରୀରେ ପୁଣି ବୁଲିଲା ଖଣ୍ଡା। ଗଡ଼ିଲା ମୁଣ୍ଡ, ବୋହିଲା ରକ୍ତର ନଦୀ। ବଡ଼ବଜାର ଥାନା ଆଚାର୍ଯ୍ୟ ବିହାରରେ ହତ୍ୟାକାଣ୍ଡ । ରାସ୍ତା ଉପରେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ଯୁବକ ଜଣକ ହେଉଛନ୍ତି ବଡ଼ବଜାର ଥାନା ଅନ୍ତର୍ଗତ…

ସଙ୍ଗୀତ ପାଇଁ ହତ୍ୟା, ଓଡ଼ିଶା ପୋଲିସ ଡିଏସପିଙ୍କ ୨ ପୁଅ ସହ ଅନ୍ୟ ଜଣେ ଗିରଫ

ଭୁବନେଶ୍ୱର: ବେଙ୍ଗଳୁରୁରେ ସଙ୍ଗୀତ ପାଇଁ ହତ୍ୟା ମାମଲାରେ ଓଡ଼ିଶା ପୋଲିସରେ ଡିଏସପି ଥିବା କେଶବ କୁମାର ସାମନ୍ତରାୟଙ୍କ ଦୁଇ ପୁଅ ଓ ଅନ୍ୟ ଜଣଙ୍କୁ ଗିରଫ କରାଯାଇଛି । ୩ ଦିନ ତଳେ ବେଙ୍ଗଳୁରୁରେ ୫୪ ବର୍ଷୀୟ ଲୟଡ ନେହେମିଆଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ମାମଲାରେ ବେଙ୍ଗଳୁରୁ ପୋଲିସ…

ହତ୍ୟା ମାମଲାରେ ଗିରଫ ହେଲେ ଅବସରପ୍ରାପ୍ତ ଯବାନ

କଟକ: ଏକ ଗୁଳିକାଣ୍ଡ ହତ୍ୟା ମାମଲାରେ କଟକ ଜିଲ୍ଲା ଆଠଗଡ଼ ଥାନା ପୋଲିସ ଜଣେ ଅବସରପ୍ରାପ୍ତ ଯବାନଙ୍କୁ ଗିରଫ କରିଛି । ଆଠଗଡ଼ ଏସଡିପିଓ ବିଜୟ କୁମାର ବିଶିଙ୍କ ସୂଚନା ଅନୁସାରେ, ଫେବ୍ରୁଆରୀ ୧୩ ତାରିଖରେ ଜେନାପଡ଼ାରେ ଗୁଳିକାଣ୍ଡ ହୋଇଥିଲା । ପିଲାଟି ଦିନରୁ ଅଭିଯୁକ୍ତ ବଂଶୀଧର ନାୟକ ଓରଫ୍…

ଝିଅ ହତ୍ୟାକାରୀ ବାପାକୁ ଆଜୀବନ କାରାଦଣ୍ଡ

ଅନୁଗୁଳ: ନିଜ ଜନ୍ମ କଲା ଝିଅକୁ ସାମାନ୍ୟ ଘଟଣା ପାଇଁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତ ବାପାକୁ ଜିଲ୍ଲା ଦୌରାଜଜ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଏଥିସହ ୨୫ ହଜାର ଟଙ୍କା ଜରିମାନା ଦେବାକୁ ଆଦେଶ ଦେଇଛନ୍ତି । ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ସଶ୍ରମ କାରାଦଣ୍ଡ…

DJ ଆଜେକ୍ସ ଆତ୍ମହତ୍ୟା ମାମଲା, ବାନ୍ଧବୀ ଓ ପୁରୁଷବନ୍ଧୁଙ୍କ CDR ରିପୋର୍ଟ ମାଗିଲା ପୋଲିସ

ଭୁବନେଶ୍ୱର : ଅକ୍ଷୟ ମହାରଣା ଓରଫ ଡିଜେ ଆଜେକ୍ସଙ୍କ ସନ୍ଦେହଜନକ ଆତ୍ମହତ୍ୟା ମାମଲାରେ ଖୋଳତାଡ ଜାରି ରଖିଛି ଭୁବନେଶ୍ୱର ଖାରବେଳନଗର ଥାନା ପୋଲିସ । ଆତ୍ମହତ୍ୟା ପଛରେ ଅର୍ଥ ଦେଣନେଣ ଓ ବ୍ଲାକମେଲିଂ ନେଇ ପୋଲିସକୁ ସୁରାକ୍ ମିଳିଥିବା ଚର୍ଚ୍ଚା ହେଉଛି। ସେପଟେ ମୃତ୍ୟୁ ରହସ୍ୟ ଖୋଲିବାକୁ…

ଜହ୍ଲାଦ ପୁଅର କୁତ୍ସିତ କାରନାମା, ବାପାକୁ ହତ୍ୟା ପରେ ମାଆକୁ ଦୁଷ୍କର୍ମ !

ଯାଜପୁର: ପୁଅ ଟିଏ ପାଇବାକୁ ବାପାମାଆ ଲକ୍ଷେ ଶିବ ପୂଜି ଥାନ୍ତି । ଆଶା ଥାଏ ବୟସର ଅପରାହ୍ଣରେ ପୁଅ ସେମାନଙ୍କ ଆଶାବାଡ଼ି ସାଜିବ । ଛୁଆ ବେଳେ ସେମାନେ ପୁଅକୁ ଯେମିତି ସ୍ନେହ ଆଦର ଦେଇ ବଡ଼ କରିଥିଲେ ବୁଢ଼ା ବୟସରେ ପୁଅ ସେମିତି ସେମାନଙ୍କୁ ସ୍ନେହ ଆଦର ଦେବ । କିନ୍ତୁ ହତାଭାଗ ବାପର ଜୀବନରେ…

ପୋଖରି ଖୋଳାକୁ ନେଇ ବିବାଦ, ପିଟି ପିଟି ଯୁବକଙ୍କୁ ମାରିଦେଲେ

ସୁବର୍ଣ୍ଣପୁର: ଜମିବାଡ଼ି ବିବାଦରୁ ଗଡ଼ିଲା ମୁଣ୍ଡ । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା କମିରା ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ସରକାରୀ ଜମିରେ ପୋଖରି ଖୋଳାକୁ ନେଇ ଦୁଇ ପରିବାର ମଧ୍ୟରେ ଉପୁଜି ଥିବା ବିବାଦ ପାଇଁ ମୁଣ୍ଡ ଗଡ଼ିଛି । ଠେଙ୍ଗା ମାଡ଼ ପରେ କାଠ ଗଣ୍ଡିରେ ଛେଚି ଜଣଙ୍କୁ…

ନବ ଦାସ ହତ୍ୟା ପଛରେ ବହୁତ ବଡ଼ ବଡ଼ ମୁଣ୍ଡ: ଜୟ ନାରାୟଣ ମିଶ୍ର

ଭୁବନେଶ୍ୱର: ଗୋପାଳ ହେଉଛି ସୁଟର, ହ୍ୟାଣ୍ଡଲର କିଏ ? ନବ ଦାସଙ୍କୁ ହତ୍ୟା ପଛର ନାୟକ କିଏ ? କାହା ପ୍ରରୋଚନାରେ ଏତେ ବଡ଼ ହତ୍ୟାକାଣ୍ଡ ଘଟିଲା ତାହା ମୁଖ୍ୟ । ଗୋପାଳ ତ ମାନିଛି ସେ ମାରିଛି । ହେଲେ କାହିଁକି ମାରିଲା, କାହା ପ୍ରରୋଚନାରେ ମାରିଲା କହି ପୋଲିସ ଓ କ୍ରାଇମବ୍ରାଞ୍ଚକୁ ସମାଲୋଚନା…