Latest Odisha News

BREAKING NEWS

Browsing Tag

murdered

ଦିନ ଦ୍ୱିପହରରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତିଙ୍କୁ ବିଭତ୍ସ ହତ୍ୟା

ଝାରସୁଗୁଡା : ବିନ ଦ୍ୱିପ୍ରହରରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଧ୍ରୁବ ନାୟକଙ୍କୁ ବିଭତ୍ସ ହତ୍ୟା । ସେ ଘରେ ଥିବା ବେଳେ ଜଣେ ଦୁର୍ବୁତ ତାଙ୍କୁ ଘରେ ପଶି ଟାଙ୍ଗିଆରେ ହାଣି ହତ୍ୟା କରିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ସୁଦ୍ଧା ସେଠାରେ…

ଡାକ୍ତର ଦମ୍ପତ୍ତିଙ୍କୁ ବିଚ୍ ରାସ୍ତାରେ ନିର୍ମମ ହତ୍ୟା, ଦେଖନ୍ତୁ ଭିଡ଼ିଓ

ରାଜସ୍ଥାନ: କରୋନା ମହାମାରୀ ସମୟରେ ଭରତପୁର ଜିଲ୍ଲାରେ ଡାକ୍ତର ଦମ୍ପତ୍ତିଙ୍କ ମୃତ୍ୟୁ । କରୋନା ସଂକ୍ରମଣ ନୁହେଁ ବରଂ ବିଚ୍ ରାସ୍ତାରେ ଦୁଇ ଅଜଣା ଆତତାୟୀ ସାଜିଥିଲେ ତାଙ୍କ ହତ୍ୟାକାରୀ । ଏହି ଘଟଣାର ସମସ୍ତ ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଅନ୍ୟପଟେ ହତ୍ୟା ଅଭିଯୁକ୍ତଙ୍କୁ ଗିରଫ କରିବାରେ…

ଭଡାରେ କାର ନେଲେ, ଡ୍ରାଇଭରକୁ ମର୍ଡର କଲେ

କୋରାପୁଟ: ଭୁବନେଶ୍ୱରରୁ ଗାଡି ଭଡା ନେଇ ଯାଇଥିବା ଡ୍ରାଇଭରଙ୍କୁ କୋରାପୁଟରେ ନିର୍ମମ ଭାବେ ହତ୍ୟା । ମୃତକଙ୍କ ନାଁ ସୁଧୀର କୁମାର ସାହୁ ବୋଲି ଜଣାପଡିଛି । ସେ ଦୁଇ ଦିନ ତଳେ ଦୁଇ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱରରୁ କୋରାପୁଟ ଯାଇଥିବା ବେଳେ ଗତକାଲିଠାରୁ ତାଙ୍କ ଫୋନ ସୁଇଚ ଅଫ୍ ଆସିଥିଲା ।…

[ଭିଡିଓ] ପ୍ରଥମେ ଗୁଳି ମାରିଲା, ପରେ ଫଟୋ ଉଠାଇଲା !

ନୂଆଦିଲ୍ଲୀ: କରୋନା କଟକଣା ପାଇଁ ବୋଧ ହୁଏ କିଛି ମାସ ପାଇଁ ଥମିଥିଲା ଅପରାଧର କାୟା ବିସ୍ତାର । ଏବେ ପୁଣିଥରେ ଅପରାଧୀଙ୍କ ମନରେ ସକ୍ରିୟ ହୋଇଉଠିଛି କ୍ରୁର ମାନସିକତା । ମାତ୍ର ଦିନକ ତଳେ ଫରିଦାବାଦରେ ଘଟିଥିଲା ଦିନ ଦ୍ୱିପହରେ ହତ୍ୟାକାଣ୍ଡ । ଆଉ ଏବେ ସାମ୍ନାକୁ ଆସିଛି ଭାରତର ରାଜଧାନୀ…