୪୫ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧାହେଲେ APO
ବଲାଙ୍ଗିର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଅତିରିକ୍ତ ପ୍ରୋଗ୍ରାମ ଅଫିସର । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ଅତିରିକ୍ତ ପ୍ରୋଗ୍ରାମ ଅଫିସର ସୁଶାନ୍ତ କୁମାର ଦାସ ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ।
ମନରେଗା ଯୋଜନାରେ ପୋଖରୀ ସୌନ୍ଦର୍ଯ୍ୟକରଣ କାମ ହୋଇଥିବା…