ଚାଷ ଜମିରେ ସୋରିଷ ଛିଟା
(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’)
ଧାନ ଚାଷ ପରେ ପରେ ରବି ଫସଲ ନିଶାରେ ମାତେ ଚାଷୀ, ପ୍ରାୟତଃ ଚାଷ ଜମିରେ ମୁଖ୍ୟ ରବି ଫସଲ ଭାବେ ସୋରିଷ ଚାଷ କରାଯାଏ । ରାସ୍ତା କଡେକଡେ ହଳଦିଆ ପରିବେଶ ଆଉ ଏକ ନିଆରା ବାତାବରଣ । ହଳଦିଆ ଫୁଲ ସହ ସୋରିଷ କ୍ଷେତର…