Latest Odisha News

BREAKING NEWS

Browsing Tag

Nabajouban Darshan

କାଲି ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ, ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସାହାଣମେଲା

ପୁରୀ: ଜରରୁ ସୁସ୍ଥ ହେବା ପରେ ମହାବାହୁ ସୋମବାର ନବଯୌବନ ବେଶରେ ଦର୍ଶନ ଦେବେ । ଏଥର ଉଭାଯାତ୍ରା ନ ଥିବାରୁ ଓ ତା ପରଦିନ ଘୋଷଯାତ୍ରା ଥିବାରୁ ମାତ୍ର ୩ ଘଣ୍ଟା ପାଇଁ ନବଯୌବନ ଦର୍ଶନ ସୌଭାଗ୍ୟ ପାଇବେ ଓ ଶ୍ରଦ୍ଧାଳୁ । ଆସନ୍ତାକାଲି ସକାଳ ୬ଟାରେ ଚଳା ଅପସର ପରେ ୭ଟା ୩୦ ସୁଦ୍ଧା ଅଣସର ତାଟି ଓ…

କାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ଜାଣନ୍ତୁ ନୀତି ନିର୍ଘଣ୍ଟ

ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ । ନବଯୌବନ ଦର୍ଶନ ପାଇଁ ନୀତି ନିର୍ଘଣ୍ଟ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ । ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମ ୧ ଘଣ୍ଟା ପରିମାଣିକ ଦର୍ଶନ ହେବ । ପରେ ସକାଳ ୯ଟାରୁ ୧୦ଟା ୩୦ ଯାଏ ସର୍ବସାଧାରଣ ଦର୍ଶନ କରିପାରିବେ । ସେହିପରି ଦିନ…