ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନାବାର୍ଡ ଅଧ୍ୟକ୍ଷ
ଭୁବନେଶ୍ବର : ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ନାବାର୍ଡ ଅଧ୍ୟକ୍ଷ ଡକ୍ଟର ଜି.ଆର୍. ଚିନ୍ତାଲା । ଗ୍ରାମୀଣ ଭିତ୍ତିଭୂମିକୁ ସୁଦୃଢ଼ କରିବା ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ନାବାର୍ଡ ଅଧ୍ୟକ୍ଷ ।
ବାରମ୍ବାର ପ୍ରାକୃତିକ ଦୁର୍ବିପାକର ସାମ୍ନା କରୁଛି ଓଡ଼ିଶା ।…