ନବୀନ: ଜଣେ ହାରି ନ ଥିବା ଚାଷୀର ନାଁ
ଭୁବନେଶ୍ୱର : ଦିନ ଥିଲା, ଚାଷ ସିନା କରୁଥିଲେ କିନ୍ତୁ ସଫଳ ଚାଷୀ ହୋଇପାରି ନ ଥିଲେ । ଧାନ କେଣ୍ଡା ବିଲରେ ହସିଲା ବେଳକୁ ରୋଗ ପୋକ ଦାଉ ସାଜୁଥିଲା । କେତେବେଳେ ପତ୍ର ମୋଡା ରୋଗ ତ କେତେବେଳେ କାଣ୍ଡବିନ୍ଧା । ଏମିତିକି ସେଥିରେ କି ସାର ପ୍ରୟୋଗ କରିବେ ସେ ନେଇ ମଧ୍ୟ ଧାରଣା ନ ଥିଲା । କିନ୍ତୁ…