Latest Odisha News
Browsing Tag

nagpur

ଇଣ୍ଡିଗୋ ବିମାନରେ ବୋମା ଆତଙ୍କ

ନୂଆଦିଲ୍ଲୀ: ବିମାନରେ ବୋମା ଥିବା ଗୁଜବ। ଇଣ୍ଡିଗୋ ବିମାନ 6E 7308 ଜବଲପୁରରୁ ହାଇଦ୍ରାବାଦ ଅଭିମୁଖେ ଯାଉଥିବା ବେଳେ ଏଭଳି ଖବର ମିଳିଥିଲା। ଯାହାପରେ ବିମାନଟିକୁ ନାଗପୁର ଡାଇଭର୍ଟ କରି ଦିଆଯାଇଥିଲା। 'ଇଣ୍ଡିଗୋ'ର ସୂଚନା ଅନୁଯାୟୀ, ନାଗପୁର ଏୟାରପୋର୍ଟରେ ଏମର୍ଜେନ୍ସି ଲ୍ଯାଣ୍ଡିଂ କରିଛି…

କୋଭିଡ୍ ହସ୍ପିଟାଲରେ ନିଆଁ ଲାଗି ୪ ମୃତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

ମୁମ୍ବାଇ: ମହାରାଷ୍ଟ୍ରର ନାଗପୁର ସହରର ୱେଲଟ୍ରିଟ୍ କୋଭିଡ୍ ହସ୍ପିଟାଲରେ ନିଆଁ ଲାଗି ୪ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ କିଛି ଜଣ ଆହତ ହୋଇଛନ୍ତି । ଏହାକୁ ନେଇ ଶୋକବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ…

ଆଜିଠାରୁ ସାତଦିନ ପାଇଁ ନାଗପୁର ଲକ୍‌ଡାଉନ

ନାଗପୁର: ନାଗପୁରରେ ଆଜିଠାରୁ ଏକ ସପ୍ତାହ ଧରି ଲକ୍‌ଡାଉନ୍‌ ଜାରି କରାଯାଇଛି। ପୋଲିସ ଅଧିକାରୀଙ୍କ ଅନୁଯାୟୀ ନାଗପୁରର ସୀମାକୁ ସିଲ୍ କରାଯାଇଛି ଏବଂ ଲକଡାଉନ୍ ଉଲ୍ଲଂଘନକାରୀଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ନାଗପୁର ପୋଲିସ କମିଶନର ଅମିତେଶ କୁମାର କହିଛନ୍ତି ଯେ…