CSR ପାଣ୍ଠିର ଉପଯୁକ୍ତ ବିନିଯୋଗ ଓ ସ୍ଥାନୀୟ ନିଯୁକ୍ତି ଆମ ଅଧୀକାର
ଓଡ଼ିଶା ସମ୍ବାଦ ବ୍ୟୁରୋ: ସାଂସଦ ମହେଶ ସାହୁଙ୍କ ନେତୃତ୍ତ୍ବରେ NALCO CSR ପାଣ୍ଠିର ଉପଯୁକ୍ତ ବିନିଯୋଗ ତଥା ପାରିପାର୍ଶ୍ବିକ ଉନ୍ନତି ଓ ସ୍ଥାନୀୟ ନିଯୁକ୍ତି ଦାବିରେ ଏକ ପ୍ରତିବାଦ ସଭା ଓ ଶାନ୍ତିପୂର୍ଣ ଆନ୍ଦୋଳନ ଆୟୋଜନ କରାଯାଇଛି । ସାଂସଦଙ୍କ ସମ୍ପର୍କ ସଂଯୋଜକ ଓ ସଂଗ୍ରାମ ସଂଯୋଜକ…