ଅଦାଲତରେ ପଡିରହିଛି ୪ଲକ୍ଷରୁ ଉର୍ଦ୍ଧ ଘରୋଇ ହିଂସା ମାମଲା
ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ନିକଟରେ ଜାତୀୟ ଆଇନ ସେବା ପ୍ରାଧିକରଣ (NALSA) ପକ୍ଷରୁ ଦେଶରେ ମୋଟ ଘରୋଇ ହିଂସା ମାମଲାର ତଥ୍ୟ ଦାଖଲ ହୋଇଛି । ଦାଖଲ ତଥ୍ୟରୁ ଜଣାଯାଇଛି ଦେଶରେ ମୋଟ ୪,୭୧,୬୮୪ଟି ଘରୋଇ ହିଂସା ମାସଲା ବିଚାରାଧୀନ ରହିଛି ।
୨୦୨୨ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇବା…