ଈଶ୍ୱର ହିଁ ସୃଷ୍ଟି ଓ ସର୍ଜନାର ସଂଜ୍ଞା : ନମିତା ପାଇକରାୟ
ଓଡ଼ିଆ ଭାଷା ସାହିତ୍ୟ ଜଗତରେ କଥା ଓ କବିତାରେ ନିଜର ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି ନମିତା ପାଇକରାୟ । ତାଙ୍କର ପ୍ରତ୍ୟେକଟି ଲେଖାରେ ସ୍ପଷ୍ଟ ବାରିହୁଏ ସାମାଜିକ ଦାୟବଦ୍ଧତା , ଜୀବନ ଯନ୍ତ୍ରଣାର ନିଛକ ପ୍ରତିବିମ୍ବ, ସଂସାର ସଂଘର୍ଷ ଓ ଜୀବନାଦର୍ଶ ପୁଣି ସମାଧାନର ବାଟ । ଅତିସାଧାରଣ…