Latest Odisha News

BREAKING NEWS

Browsing Tag

Nandankanan zoo

ସ୍ୱର୍ଗଠାରୁ କିଛି କମ ନୁହେଁ ନନ୍ଦନକାନନ

ବାରଙ୍ଗ : ନନ୍ଦନକାନନ ପରିଦର୍ଶନ କଲେ  । ନବଜାତ ବାଘ ଛୁଆ ଓ ସିଂହ ଛୁଆର ନାମକରଣ କଲେ । ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର ଜଙ୍ଗଲ-ପରିବେଶ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ନନ୍ଦନକାନନ ଚିଡ଼ିଆଖାନା ପରିଦର୍ଶନ କରିବା ସହ  ନନ୍ଦନକାନନକୁ ପ୍ରଶଂସା କରି ଏହାକୁ ପଶୁଙ୍କ ସ୍ୱର୍ଗ ବୋଲି…

ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣାରେ ୩ ସଫାରୀ କର୍ମଚାରୀ ଗିରଫ

ଭୁବନେଶ୍ୱର: ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ମାରିବା ଘଟଣାରେ କାର୍ୟ୍ୟାନୁଷ୍ଠାନ । ୩ ଜଣ ସଫାରୀ କର୍ମଚାରୀଙ୍କୁ ଗିରଫ କରାଯାଇଛି । ଏନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସଞ୍ଜୀବ କୁମାର ସୂଚନା ଦେଇଛନ୍ତି । ପର୍ଯ୍ୟଟକଙ୍କୁ ଆକ୍ରମଣ ନେଇ ଅଭିଯୋଗ ପରେ ପୋଲିସ ସେମାନଙ୍କୁ ଅଟକ ରଖି ପଚରାଉଚରା…

ଚନ୍ଦକା ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ନନ୍ଦ

ଭୁବନେଶ୍ୱର: ଚନ୍ଦକା ଡଁପଡ଼ା ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ନନ୍ଦ । ଅସୁସ୍ଥ ନନ୍ଦକୁ ବଞ୍ଚାଇବାକୁ ଚିକିତ୍ସକଙ୍କ ସମସ୍ତ ଉଦ୍ୟମ ବିଫଳ ହୋଇଛି । ନନ୍ଦର ଅସୁସ୍ଥତାର କାରଣ ସ୍ପଷ୍ଟ ହୋଇନାହିଁ । ଏବେ ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା କରାଯାଇଛି । ଆଜି ଭୋର୍ ୩ଟା ବେଳେ ନନ୍ଦର…

ନନ୍ଦନକାନନରେ ଆଜିଠୁ ପୁଣି ଗଡ଼ିବ ଟୟ ଟ୍ରେନ୍

ଭୁବନେଶ୍ୱର: ଆଜିଠୁ ନନ୍ଦନକାନନରେ ପୁଣି ଗଡ଼ିବ ଟୟ ଟ୍ରେନ୍ । ସକାଳ ୧୦ଟାରୁ ଆରମ୍ଭ ହେବ ଟୟ ଟ୍ରେନ୍ ଚଳାଚଳ । ପ୍ରତି ଘଣ୍ଟାଏ ବ୍ୟବଧାନରେ ଟ୍ରେନ୍ ଚାଲିବ । ଏଣିକି ୧୩ ରାଉଣ୍ଡ ପରିବର୍ତ୍ତେ ଦିନରେ ୬ ରାଉଣ୍ଡ ବୁଲିବ ଟୟ ଟ୍ରେନ୍ । ସକାଳ ୧୦ଟା, ୧୧ଟା, ମଧ୍ୟାହ୍ନ ୧୨ଟା, ଦିନ ୧ଟା, ୨ଟା, ୩ଟା…

ଆଜିଠୁ ନନ୍ଦନକାନନରେ ଗଡ଼ିବ ଟଏ ଟ୍ରେନ୍

ଭୁବନେଶ୍ୱର: ଆଜିଠୁ ପୁଣି ଥରେ ନନ୍ଦନକାନନରେ ଟଏ ଟ୍ରେନରେ ବସି ଚିଡିଆଖାନା ବୁଲିବାର ମଜା ନେଇପାରିବେ ପର୍ୟ୍ୟଟକ । ୭ ବର୍ଷ ପରେ ଟ୍ରାକରେ ଗଡ଼ିବ ଟଏ ଟ୍ରେନ୍ । ଆଜି ସାଢ଼େ ୧୧ଟାରେ ଏହାର ଲୋକାର୍ପଣ ହେବ । ଏଥିରେ ଛୋଟ ପିଲାଙ୍କଠାରୁ ଆରମ୍ଭ କରି ସବୁ ବର୍ଗର ଲୋକ ବସିପାରିବେ । ନନ୍ଦନକାନନରେ…

ଆଜିଠୁ ଖୋଲିଲା ନନ୍ଦନକାନନ

ଭୁବନେଶ୍ୱର: ତିନି ମାସ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ପୁଣି ଚିଡିଆଖାନାରେ ବିଭିନ୍ନ ପଶୁପକ୍ଷୀ ବୁଲି ଦେଖିବାର ମଜା ଉଠାଇବେ ପର୍ଯ୍ୟଟକ । ଅଗଷ୍ଟରେ ଅନଲକ୍ ଗାଇଡଲାଇନ୍ ଓ କୋଭିଡ୍ କଟକଣା ଭିତରେ ଚିଡିଆଖାନା ଖୋଲିଛି । ମାସ୍କ ପିନ୍ଧିବା ବାଧ୍ୟତାମୂଳକ…

ନନ୍ଦନକାନନରେ ନୂଆ ଅତିଥି: ମାଆ ହେଲା ସିଂହୀ ବିଜଲୀ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହର ବଂଶବୃଦ୍ଧି ହୋଇଛି । ମାତୃତ୍ୱ ଲାଭ କରିଛି ସିଂହୀ ବିଜଲି । ଆଜି ସେ ତିନୋଟି ଛୁଆ ଜନ୍ମ ଦେଇଛି । ସେଥିରୁ ଗୋଟିଏ ନବଜାତ ସିଂହର ମୃତ୍ୟୁ ହୋଇଛି । ସିଂହ ସଫାରୀର ଏକ ସ୍ୱତନ୍ତ୍ର ସେଲରେ ଅଛି ବିଜଲୀ । ମେଡିକାଲ ଅଫିସର ଓ ନନ୍ଦନକାନନ…

ନନ୍ଦନକାନନର ପ୍ରାଣୀଙ୍କୁ ଏବେ ଦେଖିପାରିବେ ଭର୍ଚୁଆଲି

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନନ୍ଦକାନନ ପ୍ରାଣୀ ଉଦ୍ୟାନ ବନ୍ଦ କରାଯାଇଥିଲା। ହେଲେ ଏବେ ପର‌୍ୟ୍ୟଟକ ମାନେ ପ୍ରାଣୀ ଉଦ୍ୟାନରେ ପଶୁ ଏବଂ ପକ୍ଷୀମାନଙ୍କୁ ଘରେ ବସି ଆରାମରେ ଦେଖିପାରିବେ। ଲକଡାଉନ ଯୋଗୁଁ ଓଡିଶା ବାସୀ ଘର ଭିତରେ ଏକପ୍ରକାର ବାନ୍ଧି ହୋଇ ରହୁଥିବା ବେଳେ…

ପର୍ଯ୍ୟଟକ ଧ୍ୟାନ ଦିଅନ୍ତୁ: କାଲିଠୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ୍ ବନ୍ଦ

ଭୁବନେଶ୍ୱର: ନନ୍ଦନକାନନ ଓ ବଟାନିକାଲ୍ ଗାର୍ଡେନ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଜରୁରୀ ସୂଚନା । ଆସନ୍ତାକାଲିଠାରୁ ବନ୍ଦ ରହିବ ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଏହାସହ ବଟାନିକାଲ୍ ଗାର୍ଡେନ ବି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଏନେଇ ନନ୍ଦନକାନନ…

ନନ୍ଦନକାନନରେ ୩ ଶାବକଙ୍କୁ ଜନ୍ମ ଦେଲା ବାଘୁଣୀ ମେଘା

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୩ ଜଣ ନୂଆ ଅତିଥି । ନାଲି ମହାବଳ ବାଘୁଣୀ ମେଘା ୩ ଛୁଆଙ୍କୁ ଜନ୍ମ ଦେଇଛି । ମେଘା ୩ ବାଘ ଶାବକଙ୍କୁ ଜନ୍ମ ଦେବା ପରେ ନନ୍ଦନକାନନରେ ବାଘ ସଂଖ୍ୟା ୩୧କୁ ବୃଦ୍ଧି ପାଇଛି । ଏନେଇ ନନ୍ଦନକାନନର ଉପ ନିର୍ଦ୍ଦେଶକ ବିମଲ ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।…